ଗଲ୍ଫ ଖେଳିଲେ ପ୍ରିୟଙ୍କା

ମୁମ୍ବାଇ; ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଜର୍ମାନୀରେ ତାଙ୍କର କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି । କେବେ କେବେ ଜଙ୍ଗଲରେ ତ କେବେକେବେ ବର୍ଲିନ ରାସ୍ତାରେ ନିଜ କୁକୁର ଡାଏନା ସହ ବୁଲୁଥିବା ନଜର ଆସିଛନ୍ତି ପିସି । ଏହାର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିବା ପରେ ଏହା ତାଙ୍କ ପ୍ରଶଂସକଙ୍କୁ ଖୁବ୍ ପସନ୍ଦ ଆସୁଛି । ସୋମବାର ସେ ତାଙ୍କ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି । ଯାହା ଭାଇରାଲ ହେବାରେ ଲାଗିଛି । ଏଥିରେ ପ୍ରିୟଙ୍କା ଗଲ୍ଫ ଖେଳୁଥିବା ଦେଖାଯାଉଛି । ଗଲ୍ଫ ଖେଳିବା ବେଳେ ପ୍ରିୟଙ୍କାଙ୍କ ଅନ୍ଦାଜକୁ ଦେଖିଲେ ଲାଗୁଛି ସତେ ଯେମିତି ସେ ଜଣେ ପ୍ରଫେଶନାଲ ଗଲ୍ଫ ଖେଳାଳି । ଏହି ଭିଡିଓଟି ଶେୟାର କରିବା ପରେ ଏବେ ଏହା ଭାଇରାଲ ହୋଇଛି । ଏହି ଭିଡିଓ ଶେୟାର କରି ପ୍ରିୟଙ୍କା ଲେଖିଛନ୍ତି ପ୍ରାକ୍ଟିସ ହିଁ ଜଣକୁ ପରଫେକ୍ଟ କରିଥାଏ । ଶୁଣିବାକୁ ମିଳିଛି କି ଏବେ ପ୍ରିୟଙ୍କା ଏକ ଫିଲ୍ମ ଶୁଟିଂ ପାଇଁ ଜର୍ମାନୀ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri