ଭଉଣୀଙ୍କ ଏନଗେଜମେଣ୍ଟରେ ଯୋଗ ଦେବାକୁ ଦିଲ୍ଲୀ ପହଞ୍ଚିଲେ ପ୍ରିୟଙ୍କା

ମୁମ୍ବାଇ: ବି-ଟାଉନର ଆଗଧାଡିର ନାୟିକା ପାରିଣିତି ଚୋପ୍ରାଙ୍କର ସମସ୍ତ ୧୩ ମେ’ ୨୦୨୩ରେ ଆମ ଆଦମୀ ପାର୍ଟି(ଏଏପି) ନେତା ରାଘବ ଚାଢାଙ୍କ ସହ ଏନଗେଜମେଣ୍ଟ ହେବାକୁ ଯାଉଛି। ଏହି ଦମ୍ପତିଙ୍କ ଏନଗେଜମେଣ୍ଟ ସମାରୋହ ଦିଲ୍ଲୀରେ ଅନୁଷ୍ଠିତ ହେବ ଯେଉଁଠାରେ ସେମାନଙ୍କର ସମସ୍ତ ବନ୍ଧୁ ଏବଂ ସମ୍ପର୍କୀୟ ପହଞ୍ଚିଛନ୍ତି। ପ୍ରିୟଙ୍କା ମଧ୍ୟ ଏହି ଉତ୍ସବରେ ଯୋଗ ଦେବାକୁ ଆମେରିକାରୁ ସିଧା ଆସି ଦିଲ୍ଲୀରେ ପହଞ୍ଚିଛନ୍ତି। କାଜୁଆଲ ଲୁକରେ ପିସିଙ୍କୁ ବିମାନବନ୍ଦରରେ ସ୍ପଟ କରାଯାଇଛି। ତେବେ ପ୍ରିୟଙ୍କା ଏକା ଆସିଥିବା ଦେଖାଯାଇଛି। ତାଙ୍କ ସହ ପତି ନିକ ଜୋନସ ଅବା ଝିଅ ମାଳତିଙ୍କୁ ଦେଖିବାକୁ ମିଳିନାହିଁ।
ଶନିବାର ସନ୍ଧ୍ୟା ୫ଟାରେ ଏନଗେଜମେଣ୍ଟ କାର୍ଯ୍ୟକ୍ରମ ଥିବା ବେଳେ ଏଥିରେ ଯୋଗ ଦେବାକୁ ଅତିଥିମାନେ ସକାଳୁ ସକାଳୁ ଦିଲ୍ଲୀ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri