ଛାଡପତ୍ରକୁ ନେଇ ଚର୍ଚ୍ଚା ହେବା ପରେ ପ୍ରିୟଙ୍କା ଦେଲେ ଏମିତି କମେଣ୍ଟ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆ ଆକାଉଣ୍ଟରୁ ସ୍ବାମୀଙ୍କ ସରନେମ୍‌ ହଟାଇ ଦେଇଛନ୍ତି। ସେ ‘ଜୋନାସ’ ସହିତ ‘ଚୋପ୍ରା’ ମଧ୍ୟ ହଟାଇଦେଇଛନ୍ତି। ସେବେଠାରୁ କଳ୍ପନାଜଳ୍ପନାର ଆରମ୍ଭ ହୋଇଛି ଯେ ପ୍ରିୟଙ୍କା ତାଙ୍କ ଆମେରିକୀୟ ଗାୟକ ତଥା ସଙ୍ଗୀତକାର ସ୍ବାମୀ ନିକ ଜୋନାସଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଚର୍ଚ୍ଚା ହେଉଛି ପ୍ରିୟଙ୍କା ଏବଂ ନିକଙ୍କ ମଧ୍ୟରେ କିଛି ଭଲ ହେଉନାହିଁ ଏବଂ ଉଭୟ ଅଲଗା ହେବାକୁ ଯାଉଛନ୍ତି। ଏନେଇ ଏକ କମେଣ୍ଟ ମାଧ୍ୟରେ ପ୍ରିୟଙ୍କା ସବୁ ଚର୍ଚ୍ଚାକୁ ଗୁଜବ ସାବ୍ୟସ୍ତ କରିଚନ୍ତି।
ନିକ ଜୋନାସ ଇନଷ୍ଟାଗ୍ରାମରେ ତାଙ୍କ ବ୍ୟାୟାମର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ, ନିକ କଠିନ ବ୍ୟାୟାମ କରୁଥିବା ଦେଖିବାକୁ ମଳିଛି। ପ୍ରିୟଙ୍କା ଏହି ପୋଷ୍ଟ ଉପରେ କମେଣ୍ଟ ଦେଇ କହିଛନ୍ତି ସେ ତାଙ୍କ ଜୀବନସାରା ତାଙ୍କ ସ୍ବାମୀଙ୍କ ସହ ରହିବାକୁ ଚାହାଁନ୍ତି ଏବଂ ତାଙ୍କ ବାହୁରେ ମରିବାକୁ ଚାହାଁନ୍ତି। ଏହା ସହିତ, ସେ ଆଖିରେ ଏବଂ ହୃଦୟରେ ପ୍ରେମ ସହିତ ଇମୋଜି ଦେଇଥିଲେ। ପ୍ରିୟଙ୍କାଙ୍କ ଏହି କମେଣ୍ଟରୁ ଏହା ସ୍ପଷ୍ଟ ହୋଇଛି ଯେ ସେ ନିକଙ୍କଠାରୁ ଅଲଗା ହେବାକୁ ଚାହୁଁନାହାଁନ୍ତି। ତାଙ୍କ ସହିତ ଜୀବନ ବିତାଇବାକୁ ଚାହାଁନ୍ତି। ତାଙ୍କ ଏହି କମେଣ୍ଟକୁ ହଜାର ହଜାର ଲୋକ ପସନ୍ଦ କରିଛନ୍ତି।
୨୦୧୮ରେ ରାଜସ୍ଥାନର ଯୋଧପୁରରେ ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସଙ୍କ ରାଜକୀୟ ବିବାହ ହୋଇଥିଲା। ପ୍ରଥମେ ଦୁହେଁ ହିନ୍ଦୁ ଏବଂ ପରେ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ବିବାହ କରିଥିଲେ। ହଲିଉଡ ଶୋ’ ଏବଂ ଚଳଚ୍ଚିତ୍ରରେ ଅଭିନୟ କରିବାକୁ ଆମେରିକା ଯାଇଥିବା ବେଳେ ପ୍ରିୟଙ୍କା ନିକଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri