Posted inଜାତୀୟ

ସେଲିବ୍ରିଟିଙ୍କ ମଧ୍ୟରେ ପ୍ରଥମେ ମତଦାନ କଲେ ରେଖା

ମୁମ୍ବାଇ,୨୯।୪: ସୋମବାର ସକାଳୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ କାର୍ଯ୍ୟକ୍ରମରେ ସମସ୍ତଙ୍କ ନଜର ଥାଏ ମାୟାନଗରୀର ଅଭିନେତା ଅଭିନେତ୍ରୀଙ୍କ ଉପରେ। କାରଣ ମୁମ୍ବାଇବାସୀ ସାଧାରଣତଃ ଭୋଟ୍‌ ଦେବାରେ ଆଗ୍ରହ ପ୍ରକାଶ କରି ନ ଥାଆନ୍ତି। ଏଥର କିନ୍ତୁ ସକାଳୁ ସକାଳୁ ପ୍ରଥମେ ରେଖା ଆସି ଭୋଟ ଦେଇଥିବା ଦେଖିବାକୁ ମିଳିଥିଲା। ଏମିତିକି ଆମେରିକାରେ ଥିବା ପ୍ରିୟଙ୍କା ଚୋପ୍ରା ମଧ୍ୟ କେବଳ ମତଦାନ ପାଇଁ ମୁମ୍ବାଇ ଆସିଥିବା କୁହାଯାଉଛି। ସେମିତି ଏଥର ଅଭିନେତ୍ରୀରୁ ନେତ୍ରୀ ହୋଇଥିବା କଂଗ୍ରେସ ପ୍ରାର୍ଥୀ ଉର୍ମିଳା ମାତୋଣ୍ଡକର ମଧ୍ୟ ତାଙ୍କର ମତଦାନ କରିଛନ୍ତି। ଭୋଟ ଗ୍ରହଣ କେନ୍ଦ୍ରରେ ସମୟ କ୍ରମେ ଅନ୍ୟ ସେଲିବ୍ରିଟିଙ୍କ ଭିଡ ମଧ୍ୟ ଦେଖିବାକୁ ମିଳିଛି। ପୂର୍ବାପେକ୍ଷା ଚଳିତ ବର୍ଷ ନିର୍ବାଚନରେ ମୁମ୍ବାଇର ମତଦାନ ହାର ଅଧିକ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri