ପ୍ରିୟଙ୍କାଙ୍କ ରେଷ୍ଟୁରାଣ୍ଟରେ ମିଳୁଛି ଟକିଲା ଗୁପ୍‌ଚୁପ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ନୂଆ ରେଷ୍ଟୁରାଣ୍ଟ ଲୋକଙ୍କ ହୃଦୟ ଜିଣିବାରେ ଲାଗିଛି। ନ୍ୟୁୟର୍କରେ ଖୋଲାଯାଇଥିବା ଏହି ଭାରତୀୟ ରେଷ୍ଟୁରାଣ୍ଟ ‘ସୋନା’ ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇ ନାହିଁ। ମାତ୍ର ସ୍ବତନ୍ତ୍ର ଲୋକ ଏଠାକୁ ଆସିବା ଆରମ୍ଭ କରିଦେଇଛନ୍ତି। ନିକଟରେ ପ୍ରିୟଙ୍କାଙ୍କ ଜା’ ଡାନିଏଲ ଜୋନ୍‌ସ ସୋନାରେ ପହଞ୍ଚିଥିଲେ। ସେଠାରେ ସେ ଅନେକ ପ୍ରକାରର ଡ୍ରିଙ୍କ୍‌ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୋନାରେ ଏକ ଭିନ୍ନ ପ୍ରକାରର ଗୁପ୍‌ଚୁପ୍‌ ପରଷା ଯାଉଛି। ଏହାର ଫଟୋ ମଧ୍ୟ ଭାଇରାଲ ହେଉଛି। ଏଠାରେ ମିଳୁଥିବା ଗୁପ୍‌ଚୁପ୍‌ରେ ଟକିଲା ମିଶାଯାଉଛି।
କିଛି ଦିନ ପୂର୍ବେ ପ୍ରିୟଙ୍କା ଏହି ରେଷ୍ଟୁରାଣ୍ଟ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ରେଷ୍ଟୁରାଣ୍ଟର ଭିତର ଫଟୋ ସମସ୍ତଙ୍କୁ ଆକର୍ଷିତ କରିଥିଲା। ସେଠାରେ ଭିନ୍ନ ପ୍ରକାରର ଆରାମଦାୟକ ସୋଫା ପଡ଼ିଥିବାର ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅକୁ ଡାକ୍ତର କରିବାକୁ ଚାହୁଁଥିଲେ ଶ୍ରୀଦେବି

ମୁମ୍ବାଇ: ବଲିଉଡ୍ ନାୟିକା ତଥା ଷ୍ଟାର କିଡ୍ ଜାହ୍ନବୀ କପୁର ୨୫ ବର୍ଷରେ ପଦାର୍ପଣ କରିଛନ୍ତି । ବଲିଉଡ୍ ଦୁନିଆର ପ୍ରଥମ ଫିମେଲ ସୁପରଷ୍ଟାର ଶ୍ରୀଦେବୀଙ୍କ...

୨୬ ଜୁନରେ ପାଳନ କରାଯାଇଥାଏ ଶ୍ରେୟା ଘୋଷାଲ ଡେ’

ମୁମ୍ବାଇ: ନିଜର ସୁରିଲା ସ୍ୱରରେ ଶ୍ରୋତାଙ୍କୁ ମତୁଆଲା କରୁଥିବା ବଙ୍ଗିୟ ଲଳନା ଶ୍ରେୟା ଘୋଷାଲ ଆଜି ପାଳନ କରୁଛନ୍ତି ତାଙ୍କ ଜନ୍ମଦିନ । ୧୨ ମାର୍ଚ୍ଚ...

ବିଗ୍‌ ବସ୍‌-୧୩: ଶୋ’ରୁ ବାହାର ହେଲେ ସିଦ୍ଧାର୍ଥ ଦେ

ଟେଲିଭିଜନ ଚ୍ୟାନେଲ୍‌ରେ ପ୍ରସାରିତ ରିଆଲିଟି ଶୋ’ଗୁଡ଼ିକ ମଧ୍ୟରୁ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥାଏ ‘ବିଗ୍‌ ବସ’। ଚଳିତ ବର୍ଷ ଏହାର ୧୩ତମ ସିଜନ୍‌ ପ୍ରସାରିତ ହେଉଛି।...

ଶାହରୁଖ୍‌ଙ୍କ ସ୍କେଚ୍‌ କଲେ ଅବରାମ: ଟୁଇଟରରେ ପ୍ରଶଂସା କଲେ କିଙ୍ଗ ଖାଁ

ମୁମ୍ବାଇ: ଶାହରୁଖ୍‌ ଖାଁଙ୍କ ପୁଅ ଅବରାମ ପିତାଙ୍କ ସ୍କେଚ୍‌ ଆଙ୍କିଛନ୍ତି। ଏହାକୁ ଦେଖି ଶାହରୁଖ୍‌ ଇମ୍ପ୍ରେସ୍‌ ହୋଇଯାଇଛନ୍ତି। ପୁଅର ସ୍କେଚ୍‌କୁ ଟୁଇଟରରେ ଶେୟାର କରିବା ସହିତ...

ବିଗ୍‌ ବି ଲେଖିଲେ କରୋନା କବିତା, ସୋସିଆଲ ମିଡ଼ିଆରେ ଭାଇରାଲ…

ମୁମ୍ବାଇ,୫।୭: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ବିଗ୍‌ ବି ଅମିତାଭ ବଚ୍ଚନ ଲୋକଙ୍କୁ ସଚେତନ କରାଇବା ଲାଗି ଏକ କବିତା ଲେଖିଛନ୍ତି। ଏବେ...

ଅଭିଷେକଙ୍କୁ ହସ୍ପିଟାଲରୁ ଛୁଟି, କହିଲେ ମୁଁ ଘରକୁ ଯିବି ନାହିଁ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏପଟେ ଐଶ୍ଚର୍ଯ୍ୟା ରାୟ...

୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି...

ଚା’ ଦୋକାନରେ କପ୍‌ ଧୋଉଥିଲେ ଏହି ପ୍ରସିଦ୍ଧ ଅଭିନେତା

ଅଭିନୟ ଦୁନିଆରେ ପାଦ ଦେବା ପୂର୍ବରୁ ମନରେ ପ୍ରଥମ ଚିନ୍ତାଧାରା ଆସେ ଯେ ଅଭିନୟ ବ୍ୟତୀତ ସ୍ମାର୍ଟ ଏବଂ ରୂପରେ ସୁନ୍ଦର ହେବା ନିହାତି ଆବଶ୍ୟକ।...

Advertisement
Archives

Model This Week