ହଲିଉଡ୍ ଅନୁଭୁତି କହିଲେ ଦେଶୀଗର୍ଲ

ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ହଲିଉଡ୍‌ରେ ବି ନିଜ ପାଇଁ ତିଆରି କରିଛନ୍ତି ଏକ ସ୍ୱତନ୍ତ୍ର ପରିଚୟ । ନିକଟରେ ସେ ତାଙ୍କର ପୁସ୍ତକ ‘ଅନଫିନିସ୍‌ଡ’ ଲଞ୍ଚ କରିଛନ୍ତି । ଆଉ ଏହି ପୁସ୍ତକକୁ ଭଲ ରେସପନ୍ସ ମିଳିଛି । ନିକଟରେ ସେ ଏକ ସାକ୍ଷାତ୍‌କାରରେ ତାଙ୍କ ହଲିଉଡ୍ ଅନୁଭୁତି ବଖାଣିଛନ୍ତି । ସେ କହିଛନ୍ତି ହଲିଉଡ୍ ଏଣ୍ଟରଟେନମେଣ୍ଟ ଦୁନିଆରେ ଖୁବ୍ କମ୍ କଳାକାର ଶ୍ୟାମଳ ବର୍ଣ୍ଣର ହୋଇ ଥାଆନ୍ତି । ଯେଉଁମାନଙ୍କୁ ଆମେ ଆଙ୍ଗୁଠିରେ ଗଣି ଦେଇ ପାରିବା । ହେଲେ ଆମେ ଯେତେବେଳେ ଆମ ନୂଆ ସମ୍ଭାବନାକୁ ଖୋଜୁଥାଉ ସେତେବେଳେ ଆମରି ଲୋକ ହିଁ ଆମକୁ ନକରାତ୍ମକ କଥା କହିଥାଆନ୍ତି । ଯାହା ମୋତେ ସାମ୍ନା କରିବାକୁ ପଡିଛି । ସେ କହିଛନ୍ତି ହଲିଉଡ୍‌ରେ ପ୍ରବେଶ କରିବା ସମୟରେ ତାଙ୍କୁ ତାଙ୍କ ପ୍ରଶଂସକଙ୍କ ଭଳପାଇବା ମିଳିଥିଲା କିନ୍ତୁ ନିଜର ଲୋକଙ୍କଠାରୁ ନେଗେଟିଭିଟି ବା ନକରାତ୍ମକ କଥା ଶୁଣିବାକୁ ମିଳିଥିଲା । ୨୦୧୫ରେ ସେ ଯେତେବେଳେ ହଲିଉଡ୍‌ରେ ‘କ୍ୱାଣ୍ଟିକୋ’ରୁ ତାଙ୍କର ଯାତ୍ରା ଆରମ୍ଭ କରିଥିଲେ ସେତେବେଳେ ସେ ଅନୁଭବ କରିଥିଲେ କି ହଲିଉଡ୍‌ରେ ପ୍ରବେଶ କାରିବାକୁ ହେଲେ ସେଠାରେ କେତେଜଣଙ୍କୁ ଭାରତୀୟ ଆଦୌ ପସନ୍ଦ ନୁହନ୍ତି । ବିଶେଷ କରି ମେନଷ୍ଟ୍ରିମ ନାୟକ ବା ନାୟିକା ଇଣ୍ଡିଆନ ହେବା ସହଜରେ ଗ୍ରହଣୀୟ ହୋଇ ନ ଥାଏ । ଯାହାହେଉ ବହୁ ଘାତ ପ୍ରତିଘାତକୁ ସାମ୍ନା କରିଥିବା ପ୍ରିୟଙ୍କା ଏବେ ହଲିଉଡ୍‌ରେ ବି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ ପ୍ରିୟଙ୍କା ଲଣ୍ଡନରେ ‘ଟେକ୍ସଟ ଫର୍ ୟୁ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri