କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଛିଣ୍ଡିଗଲା ପ୍ରିୟଙ୍କା ଚୋପ୍ରାଙ୍କ ଡ୍ରେସ ଚେନ୍‌ , ଭାଇରାଲ ହେଉଛି ଫଟୋ…

ବଲିଉଡର ଜଣାଶୁଣା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହିଥାନ୍ତି। ସେ ତାଙ୍କ ପ୍ରଶଂସକଙ୍କ ପାଇଁ ଆକର୍ଷଣୀୟ ପୋଷ୍ଟ ଶେୟାର କରୁଥିବା ନଜର ଆସନ୍ତି। ସମ୍ପ୍ରତି ପ୍ରିୟଙ୍କା ଭିନ୍ନ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲ ସହିତ ଜଡିତ ଏକ ଆକର୍ଷଣୀୟ ବିବରଣୀ ଶେୟାର କରିଛନ୍ତି। ଯେଉଁଥିରେ ସେ କହିଛନ୍ତି ଯେ ରେଡ କାର୍ପେଟରେ ଅବତରଣ କରିବାର କିଛି ମିନିଟ ପୂର୍ବରୁ ତାଙ୍କ ପୋଷାକର ଚେନ୍‌ ଛିଡ଼ି ଯାଇଥିଲା। ଏହା ସତ୍ତ୍ୱେ ସେ ରେଡ କାର୍ପେଟରୁ ତଳକୁ ଓହ୍ଲାଇଥିଲେ। ଏଥିରେ ତାଙ୍କ ଟିମ୍‌ ତାଙ୍କୁ ବହୁତ ସମର୍ଥନ କରିଥିଲେ।

ପ୍ରିୟଙ୍କା କାନ୍ସ ଫିଲ୍ମ ଫେଷ୍ଟିଭାଲର ବହୁତ ସୁନ୍ଦର ଫଟୋ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ସେ ଏକ ଷ୍ଟାଇଲିସ କଳା ପୋଷାକ ପିନ୍ଧି ରେଡ କାର୍ପେଟରେ ବୁଲୁଥିବାର ନଜର ଆସିଛନ୍ତି । ତାଙ୍କ ଚେହେରା ଆତ୍ମବିଶ୍ୱାସ ଦେଖି ଆପଣ ଅନୁମାନ କରିପାରିବେ ନାହିଁ ଯେ, ସେ ତାଙ୍କ ପୋଷାକକୁ ନେଇ କେତେ ଚିନ୍ତିତ ଥିଲେ। ଏହି ଫଟୋର କ୍ୟାପଶନରେ ପ୍ରିୟଙ୍କା ଏହି ପୁରା ଘଟଣା ପ୍ରକାଶ କରିଛନ୍ତି।

 

https://www.instagram.com/p/CKltYUHDEgG/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri