ଗଲ୍ଫ ଖେଳିବାକୁ ବାହାରିଲେ ପିସି

ମୁମ୍ବାଇ: ବଲିଉଡ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ପାଇଁ ଏଥର ୱିକ ଏଣ୍ଡ ଖୁବ ଖୁସିରେ କଟିଛି । ଗୋଟିଏ ପଟେ ପିସି ପୁଲ ପାର୍ଟି କରୁଥିବା ବେଳେ ନଜର ଆସିଥିଲେ । ଏବେ ସନ୍‌ଡେ ସକାଳେ ପ୍ରିୟଙ୍କା ପତି ନିକ ଜୋନସଙ୍କ ଓ ତାଙ୍କ ବନ୍ଧୁଙ୍କ ସହ ମିଶି ଗଲ୍ଫ ଖେଳିବାକୁ ବାହାରି୍‌ଥିବା ଦେଖାଯାଇଛି ।
ପ୍ରିୟଙ୍କା ତାଙ୍କ ସନ୍‌ଡେ ୱିକଏଣ୍ଡର ଖୁବ୍ ସୁନ୍ଦ ସୁନ୍ଦର ଫଟୋ ଫ୍ୟାନ୍ସଙ୍କ ସହ ଶେୟାର କରିଛନ୍ତି । ଯେଉଁଥିରେ ସେ ଖୁବ୍ ମସ୍ତି କରୁଥିବା ନଜର ଆସିଛି । ଜେବ୍ରା ପ୍ରିଣ୍ଟ ସ୍କର୍ଟ ଓ କ୍ରପ ଟପରେ ଅଭିନେତ୍ରୀ ଏକଜୋଟିକ ପୋଜ ଦେଉଥିବା ଦେଖାଯାଇଛି । ଏହାସହ ପତି ନିକ ଜୋନସ ଓ ବନ୍ଧୁମାନଙ୍କ ସହ କିଛି ସେଲ୍ଫି ବି ଶେୟାର କରିଛନ୍ତି ପିସି । ଏହି ଫଟୋରେ ସେ କ୍ୟାପଶନ ଲେଖିଛନ୍ତି, ଆଜିର ଦିନ ବହୁତ ଭଲ ରହିଲା । ଏଥିରେ କମେଣ୍ଟ କରି ନିକ ଲେଖିଛନ୍ତି ଆପଣ ଏତେ ହଟ୍ କାହିଁକି । ଏବେ ମଦରହୁଡ ପରିୟଡକୁ ପିସି ପତି ନିକଙ୍କ ସହ ଲସ ଆଞ୍ଜେଲସରେ ବିତାଉଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri