ରେସ୍ତୋରାଁ ‘ସୋନା’ ଲଞ୍ଚ କଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଆଉ ଏକ ଦିଗରେ ମନ ବଳାଇଛନ୍ତି । ଅଭିନୟରେ ଦର୍ଶକଙ୍କ ମନମୋହୁଥିବା ପିସି ଏବେ ହସ୍ପିଟାଲିଟି ଇଣ୍ଡଷ୍ଟ୍ରିରେ ପାଦ ରଖିଛନ୍ତି । ସେ ଏବେ ନ୍ୟୁୟର୍କରେ ଏକ ଇଣ୍ଡିଆନ ରେସ୍ତୋରାଁ ‘ସୋନା’ ଲଞ୍ଚ କରିଛନ୍ତି । ଏହାକୁ ନେଇ ପିସି ତାଙ୍କ ହସ୍ପିଟାଲିଟି ବେଞ୍ଚର ଲଞ୍ଚ କରିଛନ୍ତି ଆଉ ଏହାକୁ ନେଇ ସେ ଖୁବ୍ ଖୁସି ବି ଅଛନ୍ତି ।

ପିସି ତାଙ୍କ ରୋସ୍ତୋରାଁ ‘ସୋନାହୋମ’ର ଲଞ୍ଚ ସମ୍ପର୍କରେ ଇନଷ୍ଟାଗ୍ରାମ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହାସହ ସେ ତାଙ୍କ କୋଫାଉଣ୍ଡର ମନିଷ ଗୋୟଲଙ୍କ ସହ ଏକ ଭିଡିଓ ଶେୟାର କରଛନ୍ତି । ଏହି ଭିଡିଓରେ ସେ କହିଛନ୍ତି, ସୋନା ରେସ୍ତୋରାଁ ତାଙ୍କ ପାଇଁ କ’ଣ ଗୁରୁତ୍ୱ ରଖେ । ଏହାସହ ପିସି ଲେଖିଛନ୍ତି, ଲଞ୍ଚ ଟାଇମ ଆସିଗଲା । ଆପଣ ସମସ୍ତଙ୍କୁ ସୋନା ହୋମ ସହ ପରିଚିତ କରାଇ ଗର୍ବ ଅନୁଭବ କରୁଛି । ଭାରତରୁ ଆସି ଆମେରିକାରେ ଦ୍ୱତୀୟ ଘର କରିବା ପିସିଙ୍କ ପାଇଁ ଏକ ଚ୍ୟାଲେଞ୍ଜ ଥିଲା । ହେଲେ ମୋର ଯାତ୍ରା ଏବେ ମୋତେ ଏମିତି ଏକ ସ୍ଥାନରେ ପହଞ୍ଚାଇ ଦେଇଛି ଯେଉଁଥି ମୋତେ ଦ୍ୱିତୀୟ ପରିବାର ଓ ବନ୍ଧୁ ମିଳିଛନ୍ତି । ମୁଁ ଯାହା ବି କରୁଛି ସେଥିରେ ଭାରତର କିଛି ଟଚ୍ ରହୁଛି ନିଶ୍ଚୟ ।ଆଉ ବାସ୍ତବରେ ସେହି ବିଚାରର ବିସ୍ତାର ଅଟେ ।
ପିସି ଆହୁରି ମଧ୍ୟ ଲେଖିଛନ୍ତି, ଆମ ହୃଦୟ ଓ ସଂସ୍କୃତି ପାଇଁ କିଛି କରିବାକୁ ମନିଷ ଗୋୟଙ୍କାଙ୍କ ସହ ସମ୍ପୂର୍ଣ୍ଣ ଟିମ ସହ କାମ କରିବା ବହୁତ ଆନନ୍ଦ ଦାୟକ ଥିଲା । ଭାରତୀୟ ସଂସ୍କୃତି ଅତିଥି ଚର୍ଚ୍ଚା ପାଇଁ ପରିଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri