ପ୍ରିୟଙ୍କା ଶେୟାର କଲେ ନୂଆ ଫିଲ୍ମର ଫାଷ୍ଟ ଲୁକ୍‌

ମୁମ୍ବାଇ: ଗ୍ଲୋବାଲ ଆଇକନ୍ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ତାଙ୍କ ଅଗାମୀ ଫିଲ୍ମ ସୁପରହିରୋ ଡ୍ରାମା: ‘ଉଇ କ୍ୟାନ ବି ହିରୋଜ’ର ଫାଷ୍ଟ ଲୁକ୍ ଶେୟାର କରିଛନ୍ତି । ଜାନୁୟାରୀ ୧, ୨୦୨୧ରେ ଏହା ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହୋଇପାରେ ବୋଲି ବି ସେ ସୂଚନା ଦେଇଛନ୍ତି । ଏହି ଫିଲ୍ମଟି ରୋବର୍ଟ ରୋଡ୍ରକ୍‌ଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଥିବା ବେଳେ କଳାକାରମାନଙ୍କ ମଧ୍ୟରେ ରହିଛନ୍ତି ପେଡ୍ରୋ ପାସ୍କଲ, କ୍ରିଶ୍ଚିୟନ ସ୍ଲେଟର ଓ ବାୟଡ କୋଲୋକକ । ପ୍ରିୟଙ୍କାଙ୍କ ଏହି ହଲିଉଡ୍ ମୁଭି ବେୱାଚ ଭଳି ଦେଖିବାକୁ ମିଳିବ ବୋଲି ଅନୁମାନ କରାଯାଇଛି । କାରଣ ଅଭିନେତ୍ରୀ ଏଥିରେ ସବୁଥର ଭଳି ଏକ ଶକ୍ତିଶାଳୀ ଭୂମିକାରେ ନଜର ଆସୁଛନ୍ତି । ‘ଉଇ କ୍ୟାନ ବି ହିରୋଜ’ର ସବୁଠାରୁ ଭଲ ପରଫରମାନ୍ସରେ ଏବେ ନଜର ଆସିଛନ୍ତି ପ୍ରିୟଙ୍କା । ହଲିଉଡ୍ ଅଭିନେତ୍ରୀ ଫିଲ୍ମର ଫାଷ୍ଟ ଲୁକ୍ ଶେୟାର କରିବା ସହ ଫିଲ୍ମ ସମ୍ପର୍କରେ ଥିବା ତାଙ୍କ ରୋମାଞ୍ଚକର ଅନୁଭୁତି ମଧ୍ୟ ଶେୟାର କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri