ସଡ଼କରେ ବୋତଲ ଧରି ବୁଲୁଛନ୍ତି ପ୍ରିୟଙ୍କା!

ମୁମ୍ବାଇ: ବଲିଉଡ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରା କିଛି ନା କିଛି କାରଣକୁ ନେଇ ଅଧିକାଂଶ ସମୟରେ ସୋସିଆଲ ମିଡିଆର ଚର୍ଚ୍ଚାରେ ଆସି ଯାଇଥାଆନ୍ତି । ଏବେ ଏହି ଅଭିନେତ୍ରୀ ସ୍ପେନରେ ତାଙ୍କର ଆଗାମୀ ୱେବ ସିରିଜ ‘ସିଟାଡେଲ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି । କିନ୍ତୁ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ପିସି ବ୍ୟସ୍ତ ସମୟ ମଧ୍ୟରୁ କିଛି ଅଳ୍ପ ସମୟ ବାହାର କରି ନିଜର କିଛି ଫଟୋ ଓ ଭିଡିଓ ତାଙ୍କ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ଶେୟାର କରିଥାଆନ୍ତି । ଯେଉଁଥିରେ ତାଙ୍କ ପ୍ରଶଂସକଙ୍କର ମନୋରଞ୍ଜନ ହୁଏ ବୋଲି ସେ ବୋଧହୁଏ ବୁଝି ନେଇଛନ୍ତି । ନିକଟରେ ସେ ଏମିତି କିଛି ଫଟୋ ଶେୟାର କରିଛନ୍ତି ଯେଉଁଥିରେ ସେ ସ୍ପେନର ସଡ଼କରେ ବୁଲାବୁଲି କରୁଥିବା ଦେଖାଯାଇଛି । ଏବେ ସେ ଏମିତି ଏକ ଫଟୋ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ‘ଯଦି ଆପଣ ଆଗକୁ ବଢି ପାରୁ ନାହାନ୍ତି ତେବେ ପଛରେ ପଡିଯାଇ ପାରନ୍ତି । ଏଥିରେ ଅଭିନେତ୍ରୀଙ୍କ ଷ୍ଟଟିଂ ଲୁକ୍ ତାଙ୍କ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି । ଫଟୋରେ ଅଭିନେତ୍ରୀ କୋର୍ଡ ଟି ସର୍ଟ ସହ ହ୍ୱାଇଟ ବ୍ଲୁ ସ୍ୟାଡେଡ ସର୍ଟ ପନ୍ଧିଛନ୍ତି । କେଶ ଖୋଲା ରଖିବା ସହ ହାତରେ ଏକ ଖାଲି ବୋତଲ ଧରି ନିର୍ଦ୍ଦିଷ୍ଟ ଏକ ସ୍ଥାନକୁ ଲକ୍ଷ୍ୟ କରିଥିବା ଦେଖାଯାଇଛି । ଏହି ଫଟୋରେ ପିସି ଷ୍ଟଣ୍ଟିଙ୍ଗ ଲାଗୁଛନ୍ତି । ଆଉ ତାଙ୍କ ଚେହେରାର ଏକ୍ସପ୍ରେଶନ କମାଲ କରୁଛି । ଏହା ପୂର୍ବରୁ ବି ପିସି ସ୍ପେନ ସଡ଼କ ଉପରେ ମା’ଙ୍କ ସହ ବୁଲୁ ଥିବାର କିଛି ଫଟୋ ଶେୟାର କରିଥିଲେ । ଚଳିତ ଭ୍ୟାକେଶନରେ ସେ ତାଙ୍କ ଅତି କ୍ଲୋଜଫେ୍‌୍ରଣ୍ଡ ସର୍କଲଙ୍କ ସହ କାଟିବେ ବୋଲି କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?