ପ୍ରିୟଙ୍କାଙ୍କ ଅନ୍ଧବିଶ୍ୱାସ

ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଲୋକପ୍ରିୟ ଟକ୍‌ ଶୋ ‘କଫି ଓ୍ବିଥ୍‌ କରଣ’ର ସପ୍ତମ ସିଜନ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜିନ୍‌ରେ କିଛି କଳାକାର ଶୋ’ରେ ଡେବ୍ୟୁ କରିବାକୁ ଯାଉଥିବାବେଳେ ଅନ୍ୟ କିଛି କଳାକାର ପୁଣିଥରେ ଶୋ’ରେ ଯୋଗ ଦେବେ। ଏମିତି ଜଣେ ସେଲିବ୍ରିଟି ଅଛନ୍ତି ଯିଏ କି ‘କଫି ୱିଥ କରଣ’ର ପ୍ରତ୍ୟେକ ସିଜିନରେ ଅଂଶଗ୍ରହଣ କରିଛନ୍ତି। ସେ ହେଉଛନ୍ତି ପ୍ରିୟଙ୍କା ଚୋପ୍ରା।
‘କଫି ୱିଥ କରଣ’ର ପଞ୍ଚମ ସିଜନରେ ପ୍ରିୟଙ୍କା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କିଛି ଶେୟାର କରିଥିଲେ। ଏପରିକି ସେ ଅନ୍ଧବିଶ୍ୱାସକୁ ବିଶ୍ୱାସ କରୁଥିବା କହିଥିଲେ। ଭଲ ଜିନିଷରେ ନଜର ଲାଗିଯାଏ। ଭଲ ଜିନିଷକୁ ସବୁବେଳେ ସମ୍ଭାଳି ରଖିବାକୁ ପଡିଥାଏ। ଏହି କାରଣରୁ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଖୁଲାସା କରିବାକୁ ପଛଘୁଞ୍ଚା ଦିଏ ବୋଲି କୁହନ୍ତି ପିସି। ନିକଟରେ ପ୍ରିୟଙ୍କା ମା’ ହୋଇଛନ୍ତି। ଝିଅ ମାଳତୀ ମେରିକୁ ନେଇ ସେ ବେଶ୍‌ ଖୁସି ଅଛନ୍ତି। ଏବେ ତାଙ୍କର ପ୍ରଥମ ୱେବ ସିରିଜ ‘ସିଟାଡେଲ’ର ଶୁଟିଂ ଶେଷ କରିଛନ୍ତି।
ଆସନା ଜୁଲାଇ ୭ରେ ‘କଫି ୱିଥ କରନ’ର ପ୍ରିମିୟର୍‌ ହେବ। ଏଥର ଶୋ’ କେବଳ ଓଟିଟି ପ୍ଲାଟଫର୍ମରେ ଷ୍ଟ୍ରିମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri