ଝିଅ ସହ ପ୍ରଥମ ଫଟୋଶୁଟ୍‌ କଲେ ପ୍ରିୟଙ୍କା

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମା’ ହେବା ପରେ ଅଧିକାଂଶ ସମୟ ଝିଅ ମାଳତୀ ମେରିଙ୍କ ସହ ବିତାଉଛନ୍ତି। ନିକଟରେ ସେ ଝିଅ ସହ ପ୍ରଥମ ଫଟୋଶୁଟ କରିଛନ୍ତି। ଯାହାର ଝଲକ ସେ ପ୍ରଶଂସକଙ୍କୁ ଦେଖାଇଛନ୍ତି। ତେବେ ଏଥର ମଧ୍ୟ ପ୍ରିୟଙ୍କା ଝିଅର ଚେହେରା ଦେଖାଇ ନାହାଁନ୍ତି। ପ୍ରଶଂସକମାନେ ମା’-ଝିଅର ସୁନ୍ଦର ଫଟୋକୁ ପ୍ରଶଂସା କରୁଛନ୍ତି।
ଇନଷ୍ଟାଗ୍ରାମ ଆକାଉଣ୍ଟରେ ମାଳତୀଙ୍କ ସହ ପ୍ରଥମ ଫଟୋଶୁଟର ଫଟୋ ପୋଷ୍ଟ କରିଛନ୍ତି। ଫଟୋରେ ପ୍ରିୟଙ୍କା ଚଟାଣରେ ବସି ପୋଜ ଦେଉଛନ୍ତି। ସେ ଏକ ଲାଲ ରଙ୍ଗର ଡ୍ରେସ୍‌ ପିନ୍ଧିଛନ୍ତି, ଏଥିରେ ସେ ବହୁତ ଗ୍ଲାମରସ ଦେଖାଯାଉଛନ୍ତି। ଏଥି ସହିତ ମାଳତୀ ମଧ୍ୟ ମେଳ ଖାଉଥିବା ରଙ୍ଗର ପୋଷାକ ପିନ୍ଧିଛନ୍ତି। ଫଟୋଶୁଟ ସମୟରେ ପ୍ରିୟଙ୍କା ତାଙ୍କ ଝିଅର ମୁହଁ ଲୁଚାଇ ରଖିଛନ୍ତି। ପ୍ରିୟଙ୍କା ଏବଂ ତାଙ୍କ ସ୍ବାମୀ ନିକ ଜୋନାସ ଗତ ବର୍ଷ ସରୋଗେସି ମାଧ୍ୟମରେ ଝିଅକୁ ସ୍ବାଗତ କରିଥିଲେ।
ପ୍ରିୟଙ୍କା ଚୋପ୍ରା ଖୁବ ଶୀଘ୍ର ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ବଲିଉଡ ଫିଲ୍ମ ‘ଜି ଲେ ଜାରା’ରେ ନଜର ଆସିବେ। ଏହା ବ୍ୟତୀତ ତାଙ୍କୁ ହଲିଉଡ ଫିଲ୍ମ ଲଭ ଏଗେନ୍‌ ଆଣ୍ଡ୍‌ ଏଣ୍ଡିଙ୍ଗ ଥିଙ୍ଗ୍ସରେ ଦେଖିବାକୁ ମିଳିବ। ପ୍ରିୟଙ୍କା ପ୍ରାଇମ ଭିଡିଓର ୱେବ ସିରିଜ ସିଟାଡେଲ ସହ ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ସିରିଜ ରୁଷୋ ବ୍ରଦର୍ସ ଦ୍ୱାରା ପ୍ରସ୍ତୁତ କରାଯାଇଛି।

 

View this post on Instagram

 

A post shared by Priyanka (@priyankachopra)


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri