ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ମୁମ୍ବାଇ: ଅଭିନେତା ତଥା ଷ୍ଟାଣ୍ଡଅପ କମେଡିଆନ ବୀର ଦାସ ନିକଟରେ ନେଟଫ୍ଲିକ୍ସ ଷ୍ଟାଣ୍ଡଅପ ସ୍ପେଶାଲିଷ୍ଟ ଏମି ପୁରସ୍କାର ଜିତିଥିଲେ। ତାଙ୍କର ଏହି ସଫଳତା ପାଇଁ ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସମୟରେ, ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରା ମଧ୍ୟ ଅଭିନେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି, ଏଥିପାଇଁ ସେ ବୀର ଦାସଙ୍କ ଘରକୁ ଏକ ନୋଟ ଏବଂ ପୁଷ୍ପଗୁଚ୍ଛ ପଠାଇଛନ୍ତି, ଯାହାର ଫଟୋ କମେଡିଆନ ତାଙ୍କ ଏକ୍ସ ଆକାଉଣ୍ଟରେ ଶେୟାର କରିଛନ୍ତି।
ପ୍ରିୟଙ୍କା ଅଭିନେତାଙ୍କୁ ଏମି ପୁରସ୍କାର ଜିତିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି।
କମେଡିଆନ ତଥା ଅଭିନେତା ଏହି ଫଟୋ ଶେୟାର କରି ଲେଖିଛନ୍ତି – ‘ପ୍ରିୟଙ୍କା ଚୋପ୍ରାଙ୍କୁ ଏହି ଫୁଲଗୁଡ଼ିକ ପାଇଁ ଏବଂ ଆପଣ ଆମ ସମସ୍ତଙ୍କ ପାଇଁ ଖୋଲିଥିବା ପ୍ରତ୍ୟେକ ଦ୍ୱାର ପାଇଁ ଧନ୍ୟବାଦ। ଆପଣ ଅଦ୍ଭୁତ!’ ଗୋଟିଏ ଫଟୋରେ ପ୍ରିୟଙ୍କାଙ୍କ ନୋଟ ଏବଂ ଅନ୍ୟଟିରେ ଫୁଲ ତୋଡା ଦୃଶ୍ୟମାନ ହେଉଛି। ପ୍ରିୟଙ୍କା ତାଙ୍କ ନୋଟରେ ଲେଖିଛନ୍ତି – ପ୍ରିୟ ବୀର, ତୁମର ଏମି ବିଜୟ ପାଇଁ ଅନେକ ଅନେକ ଅଭିନନ୍ଦନ! ପ୍ୟାର ସେ, ପ୍ରିୟଙ୍କା, ମୈରି ଏବଂ ପର୍ପଲ ପେବଲ ପିକଚର୍ସର ଆପଣଙ୍କ ବନ୍ଧୁ।

ବର୍ତ୍ତମାନ ଏହି ନୋଟରେ ଏକ ତ୍ରୁଟି ଅଛି ଯାହାକୁ ନେଇ ସେସେିଆଲ ମିଡିଆ ୟୁଜର୍ସ ଦେଶୀ ଗର୍ଲଙ୍କୁ ଟ୍ରୋଲ କରିବା ଆରମ୍ଭ କରିଛନ୍ତ। ଏଥିରେ ଗ୍ରାମାର ଭୁଲ ହେତୁ ୟୁଜର୍ସ ଅଭିନେତ୍ରୀଙ୍କୁ ଟ୍ରୋଲ କରୁଛନ୍ତି। ଜଣେ ୟୁଜର ଲେଖିଛନ୍ତି – ‘ଅଭିନନ୍ଦନ’, ଅନ୍ୟ ଜଣେ ଲେଖିଛନ୍ତି – ‘an’ ପରିବର୍ତ୍ତେ ‘a’ ବ୍ୟବହାର କରାଯିବା ଉଚିତ। ଅନ୍ୟ ଜଣେ ଲେଖିଛନ୍ତି – ‘ପଦକ୍ଷେପଟି ଭଲ କିନ୍ତୁ ଏହି ‘An Huge Congratulation’ କିଏ ଲେଖିଛନ୍ତି? ସେହିଭଳି ଲୋକମାନେ An Huge Congratulation ପରିବର୍ତ୍ତେ ‘A Huge Congratulation’ ଲେଖିବା ପାଇଁ କହିବା ସହ ପିସିଙ୍କୁ ଟ୍ରୋଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri