Posted inଜାତୀୟ

ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୬।୨: ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବାରୁ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ନିଜେ ଟୁଇଟ୍‌ କରି ଏହି ସୂଚନା ଶେୟାର କରିଛନ୍ତି। ଏହି ଟୁଇଟ୍‌ରେ ପ୍ରିୟଙ୍କା ଲେଖିଛନ୍ତି, ମୁଁ ଭାରତ ଯୋଡୋ ନ୍ୟାୟ ଯାତ୍ରାକୁ ଉତ୍ତରପ୍ରଦେଶରେ ପହଞ୍ଚିବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲି, କିନ୍ତୁ ଅସୁସ୍ଥତା ହେତୁ ମୋତେ ଆଜି ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡିଲା।

ତେବେ ସେ କହିଛନ୍ତି , ସୁସ୍ଥ ହେବା ପରେ ସେ ପୁଣି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗଦେବେ। ସେ ନିଜ ଟୁଇଟରରେ ଏହା ଉଲ୍ଲେଖ କରି ଲେଖିଛନ୍ତି, ମୁଁ ଟିକିଏ ଭଲ ହେବା ମାତ୍ରେ ଏହି ଯାତ୍ରାରେ ଯୋଗଦେବି। ସେ ପର୍ଯ୍ୟନ୍ତ ମୁଁ ଚାନ୍ଦୌଲିି-ବନାରସରେ ପହଞ୍ଚୁଥିବା ସମସ୍ତ ଯାତ୍ରୀ, ମୋର ସହକର୍ମୀ ତଥା ଉତ୍ତରପ୍ରଦେଶର ପ୍ରିୟ ଭାଇ ଯେଉଁମାନେ କାମ ପାଇଁ ଯତ୍ନ ସହକାରେ ପ୍ରସ୍ତୁତ ହେଉଛନ୍ତି ମୁଁ ସେମାନଙ୍କୁ ଶୁଭକାମନା ଜଣାଇଉନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ…

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri