Posted inଜାତୀୟ

ପ୍ରିୟଙ୍କା ଗାନ୍ଧୀ ଅସୁସ୍ଥ

ନୂଆଦିଲ୍ଲୀ,୧୫ ।୧୧: କଂଗ୍ରେସର ଉତ୍ତର ପ୍ରଦେଶ ପ୍ରଭାରୀ ତଥା ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋମବାର ମୁରାଦାବାଦ ଗସ୍ତ କରିବାର ଥିଲା । ହେଲେ ଶେଷ ମୁହୂର୍ତ୍ତରେ ଏହାକୁ ସ୍ଥଗିତ ରଖାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ପ୍ରିୟଙ୍କା ଭାଇରାଲ ଫିବରରେ ଆକ୍ରନ୍ତ ହୋଇଥିବାରୁ ତାଙ୍କ ଗସ୍ତକୁ ବାତିଲ କରାଯାଇଛି । ସୋମବାର ରାମଲିଲା ମୈଦାନରେ କଂଗ୍ରେସ ପଦାଧିକାରୀଙ୍କ ପ୍ରତିଜ୍ଞା ସମ୍ମିଳନୀରେ ପ୍ରିୟଙ୍କା ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ଥିଲା । ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଉତ୍ତର ପ୍ରଦେଶର ୧୨ ଜିଲାର ପଦାଧିକାରୀ ସାମିଲ ହେବାର କାର୍ଯ୍ୟକ୍ରମ ଥିଲା ସେମାନେ ସକାଳୁ ସକାଳୁ ସେଠାରେ ପହଞ୍ଚିଥିଲେ । ହେଲେ ପ୍ରିୟଙ୍କା ଜ୍ୱରରେ ପୀଡ଼ିତ ଥିବାରୁ ସମ୍ମିଳନୀରେ ଯୋଗ ଦେଇ ପାରିବେ ନାହିଁ ବୋଲି ପ୍ରଦେଶ ଅଧ୍ୟକ୍ଷ ଅଜୟ କୁମା ଲଲ୍ଲୁ ସୂଚନା ଦେବା ପରେ କଂଗ୍ରେସ ନେତାଙ୍କ ମନରେ ନିରାଶ ଦେଖାଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?