Posted inଜାତୀୟ

ହିମାଚଳରେ କଂଗ୍ରେସ ସରକାର ଗଠନ କଲେ ପ୍ରଥମ କ୍ୟାବିନେଟ ବୈଠକରେ ୧ ଲକ୍ଷ ଚାକିରିକୁ ମିଳିବ ମଞ୍ଜୁରୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୪ ।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶରେ ଏକ ନିର୍ବାଚନ ସଭାକୁ ସମ୍ବୋଧନ ଦେବା ଅବସରରେ ନାନା ଘୋଷଣା କରି ପକାଇଛନ୍ତି । ସେ ତାଙ୍କ ସମ୍ବୋଧନରେ କହିଛନ୍ତି ଯଦି ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ଗଠନ କରେ ତେବେ ପ୍ରଥମ କ୍ୟାବିନେଟ ବୈଠକରେ ୧ ଲକ୍ଷ ସରକାରୀ ଚାକିରିକୁ ପ୍ରଥମେ ମଞ୍ଜୁରୀ ପ୍ରଦାନ କରାଯିବ । ଏହାସହ ପୁରୁଣା ପେନସନ ଯୋଜନାକୁ ପୁଣିଥରେ ଲାଗୁ କରାଯିବ ବୋଲି ପ୍ରିୟଙ୍କା ଦାବି କରିଛନ୍ତି ।
ହିମାଚଳ ପ୍ରଦେଶର ସୋଲନରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କହିଛନ୍ତି ପ୍ରାୟ ୫ ଲକ୍ଷ ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯିବ । ଏହାସହ ପ୍ରାୟ ୨ ଲକ୍ଷ ଲୋକଙ୍କୁ ସେମାନଙ୍କ ହକ ମିଳିବ । ହିମାଚଳ ପ୍ରଦେଶରେ କଂଗ୍ରେସର ପରିବର୍ତ୍ତନ ପ୍ରତିଜ୍ଞା ରାଲିରେ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶ ଗଠନ ସମୟରେ ଇନ୍ଦିରା ଗାନ୍ଧୀଙ୍କ ଯୋଗଦାନକୁ ବି ମନେପକାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri