Advertisement
Posted inଜାତୀୟ

ହିମାଚଳରେ କଂଗ୍ରେସ ସରକାର ଗଠନ କଲେ ପ୍ରଥମ କ୍ୟାବିନେଟ ବୈଠକରେ ୧ ଲକ୍ଷ ଚାକିରିକୁ ମିଳିବ ମଞ୍ଜୁରୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୪ ।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶରେ ଏକ ନିର୍ବାଚନ ସଭାକୁ ସମ୍ବୋଧନ ଦେବା ଅବସରରେ ନାନା ଘୋଷଣା କରି ପକାଇଛନ୍ତି । ସେ ତାଙ୍କ ସମ୍ବୋଧନରେ କହିଛନ୍ତି ଯଦି ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ଗଠନ କରେ ତେବେ ପ୍ରଥମ କ୍ୟାବିନେଟ ବୈଠକରେ ୧ ଲକ୍ଷ ସରକାରୀ ଚାକିରିକୁ ପ୍ରଥମେ ମଞ୍ଜୁରୀ ପ୍ରଦାନ କରାଯିବ । ଏହାସହ ପୁରୁଣା ପେନସନ ଯୋଜନାକୁ ପୁଣିଥରେ ଲାଗୁ କରାଯିବ ବୋଲି ପ୍ରିୟଙ୍କା ଦାବି କରିଛନ୍ତି ।
ହିମାଚଳ ପ୍ରଦେଶର ସୋଲନରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କହିଛନ୍ତି ପ୍ରାୟ ୫ ଲକ୍ଷ ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯିବ । ଏହାସହ ପ୍ରାୟ ୨ ଲକ୍ଷ ଲୋକଙ୍କୁ ସେମାନଙ୍କ ହକ ମିଳିବ । ହିମାଚଳ ପ୍ରଦେଶରେ କଂଗ୍ରେସର ପରିବର୍ତ୍ତନ ପ୍ରତିଜ୍ଞା ରାଲିରେ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶ ଗଠନ ସମୟରେ ଇନ୍ଦିରା ଗାନ୍ଧୀଙ୍କ ଯୋଗଦାନକୁ ବି ମନେପକାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଅକ୍ସିଜେନ ଅଭାବରୁ ୧୫୦ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ସାଂଘାତିକ ହୋଇଥିବା ବେଳେ ଇତିମଧ୍ୟରେ ଦେଶରେ ଅକ୍ସିଜେନର...

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ...

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ମାମଲା: ଭାଜପାର ପୂର୍ବତନ ଏମ୍‌ପିଙ୍କ ସମେତ ୭ ଦୋଷୀ

ଅହମଦାବାଦ,୭ା୭(ପି.ଟି.): ୨୦୧୦ରେ ସୂଚନା ଅଧିକାର କର୍ମୀ ଅମିତ ଜେଠଓ୍ବାଙ୍କୁ ଗୁଳିକରି ହତ୍ୟା କରାଯିବା ଘଟଣାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଶନିବାର ଭାଜପାର ପୂର୍ବତନ ଏମ୍‌ପି ଦିନୁ...

ଆମ ଆଦମୀ ପାର୍ଟି ପାଇଁ ପ୍ରଚାର କଲେ ଦଦଲାନି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର ଯୋରସୋରରେ ଚାଲିଛି। ବିଭିନ୍ନ ଦଳ ପକ୍ଷରୁ ଷ୍ଟାର ପ୍ରଚାରକମାନେ ଭୋଟରଙ୍କୁ ଆକର୍ଷିତ କରିବାକୁ ଆଗେଇ...

ଡିଗ୍ରୀ ଥାଇ ଚାକିରି ମିଳିଲାନି: ଏବେ କଲେଜ ସମ୍ମୁଖରେ ଚା’ ବିକି ଚର୍ଚ୍ଚାରେ…

ଦେଶରେ ବେକାରୀ ପରିସ୍ଥିତି ବିଷୟରେ ସମସ୍ତେ ଅବଗତ। ବିଶେଷକରି ଯୁବଗୋଷ୍ଠୀଙ୍କୁ ଏ ନେଇ କହିବାର ଆବଶ୍ୟକତା ନାହିଁ। ସୋସିଆଲ ମିଡିଆ ହେଉ ଅବା ଅନ୍ୟ କୌଣସି...

୬ ଲକ୍ଷ ଟଙ୍କାର ୧୦ ଟଙ୍କିଆ କଏନ ଦେଇ କିଣିଲେ କାର୍‌; ଗଣିବା ବେଳେ…

ଧର୍ମପୁରୀ,୧୯।୬: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ପକ୍ଷରୁ ବିଭିନ୍ନ ମୁଦ୍ରା ଚଳୁ ନ ଥିବା ନେଇ ଘୋଷଣା ହୋଇନାହିଁ। ହେଲେ ଆଜିର ସମୟରେ ଅନେକ ସ୍ଥାନରେ...

ସହରାଞ୍ଚଳରେ କମୁଛି ବେରୋଜଗାରୀ

ନୂଆଦିଲ୍ଲୀ,୭।୯(ଆଇଏଏନ୍‌ଏସ୍‌): ଗତ ଏପ୍ରିଲ-ଜୁନ୍‌ ତ୍ରୈମାସିକରେ ଭାରତର ସହରାଞ୍ଚଳରେ ବେରୋଜଗାରୀ ହାରରେ ଉନ୍ନତି ଘଟିଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ରିପୋର୍ଟରୁ ଜଣାପଡ଼ିଛି। ଏହି ତ୍ରୈମାସିକରେ ବେରୋଜଗାରୀ ହାର...

ଡ୍ରାଗନକୁ ଦିଆଯିବ କଡା ଜବାବ, ଲଦ୍ଦାଖରେ ମୁତୟନ ହେଲେ ୧୫ ହଜାରରୁ ଊର୍ଦ୍ଧ୍ୱ ଯବାନ

ନୂଆଦିଲ୍ଲୀ,୨୪ ।୭: ପୂର୍ବ ଲଦ୍ଦାଖରେ ଚାଇନାର ଆକ୍ରମଣକୁ ରୋକିବାକୁ ଯାଇ ଭାରତୀୟ ସେନା ଆତଙ୍କବାଦୀ ବିରୋଧି ଅଭିଯାନ ପାଇଁ ଉଦ୍ଦିଷ୍ଟ ନିଜର ୟୁନିଟକୁ ଜମ୍ମୁ-କଶ୍ମୀରରୁ ପୂର୍ବ...

Advertisement
Archives

Model This Week