ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୧୩।୨: ପ୍ରମୁଖ ରାଜନୈତିକ ଦଳମାନେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ସେମାନଙ୍କ ରଣନୀତି ଦୃଢ କରିବାରେ ଲାଗିଛନ୍ତି। ଭାଜପା ଦଳର ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ସହିତ ଅନେକ ହେଭିୱେଟ୍‌ ନେତା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହି ସମୟରେ କଂଗ୍ରେସର ଓଡ଼ିଶା ୟୁନିଟ ମଧ୍ୟ ପଛରେ ନାହିଁ।

ତେବେ ରାହୁଲ ଗାନ୍ଧୀ, ମଲ୍ଲ୍କାର୍ଜୁନ ଖାର୍ଗେଙ୍କ ଙ୍କ ଓଡ଼ିଶା ଗସ୍ତ ପରେ ଏବେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଏବଂ କଂଗ୍ରେସ ନେତା ସଚିନ ପାଇଲଟ ଖୁବ୍‌ଶୀଘ୍ର ଓଡ଼ିଶା ଆସିବେ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ସରତ ପଟ୍ଟନାୟକ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ପାଇଁ ବିଧିବଦ୍ଧ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇନାହିଁ। ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ କଂଗ୍ରେସର ଜାତୀୟ ସ୍ତରର ନେତା ଓଡ଼ିଶା ନିର୍ବାଚନ ପ୍ରଚାର କରିବେ। ଏପରିକି ରାହୁଲ ଗାନ୍ଧୀ ମଧ୍ୟ ଓଡ଼ିଶାକୁ ପ୍ରଚାର ପାଇଁ ଆସିବାର କାର୍ଯ୍ୟକ୍ରମ ରହିଥିବା କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri