Posted inଜାତୀୟ

ଉପବାସରେ ପ୍ରିୟଙ୍କା

ଲକ୍ଷ୍ନୌ,୫ ।୧୦: ଲକ୍ଷ୍ମୀପୁର ଖେରି ମାମଲାରେ କୃଷକ ଓ ପ୍ରଶାସନ ମଧ୍ୟରେ ସୋମବାର କଥାବାର୍ତ୍ତା ହୋଇଯାଇଛି । କେବଳ ଏତିକି ନୁହେଁ ଗିରଫ କରାଯାଇଥିବା ନେତାଙ୍କୁ ମଧ୍ୟ ପୋଲିସ ଛାଡି ଦେଇଛି । ହେଲେ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଏବେବି ନଜରବନ୍ଦୀ ଅଛନ୍ତି । ସେ ଜିଦ୍‌ରେ ବସିଛନ୍ତି କି ଲକ୍ଷ୍ମୀପୁର ଖେରି ଗସ୍ତ କରିବେ । ସେ ମୃତ କୃଷକଙ୍କ ପରିବାର ସହ ଭେଟି ଫେରିବେ ବୋଲି କହିଛନ୍ତି । ବିରୋଧ ସ୍ୱରୂପ ସେ ଉପବାସରେ ଥିବା ଜଣାପଡିଛି । ଏହାକୁ ନେଇ ପ୍ରିୟଙ୍କା କହିଛନ୍ତି ଅନ୍ନଦାତା କଷ୍ଟରେ ଅଛନ୍ତି ସେଥିପାଇଁ ସେ ଅନ୍ନ ଗ୍ରହଣ କରୁ ନାହାନ୍ତି । ଅନ୍ୟପଟେ ସୀତାପୁର ଗେଷ୍ଟ ହାଉସ ବାହାରେ କଂଗ୍ରେସ ସମର୍ଥକଙ୍କ ବିରୋଧ ଜାରି ରହିଛି । ସେମାନେ ସରକାର ବିରୋଧି ସ୍ଲୋଗାନ ଦେଇ ଚାଲିଛନ୍ତି । ବିରୋଧ ପ୍ରଦର୍ଶନ କରୁଥିବା କର୍ମୀମାନେ ପ୍ରିୟଙ୍କାଙ୍କୁ ଛାଡି ଦେବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri