Posted inଜାତୀୟ

ବ୍ରିଜ୍‌ଭୂଷଣଙ୍କ ଉପରେ କାହିଁକି ନିଆଯାଇନାହିଁ କାର୍ଯ୍ୟାନୁଷ୍ଠାନ ? ପ୍ରଧାନମନ୍ତ୍ରୀଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨।୬: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ମୁଖ୍ୟ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କୁ ନେଇ ଭାଜପା ଉପରେ ବର୍ଷିଛନ୍ତି। ଏକ ଖବରକାଗଜ ରିପୋର୍ଟ ଶେୟାର କରି ଟୁଇଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟ୍ୟାଗ କରି ପଚାରିଛନ୍ତି, ନରେନ୍ଦ୍ର ମୋଦି ଜୀ, ଏହି ଗୁରୁତର ଅଭିଯୋଗ ବିଷୟରେ ପଢନ୍ତୁ। ଆଉ ଦେଶକୁ କୁହନ୍ତୁ ଯେ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ କାହିଁକି ନିଆଯାଇନାହିଁ? ପ୍ରିୟଙ୍କା ଗାନ୍ଧୀ ଏକ ଖବରକାଗଜ ରିପୋର୍ଟ ଶେୟାର କରିଛନ୍ତି, ଯେଉଁଥିରେ ବ୍ରିଜ୍‌ଭୂଷଣଙ୍କ ବିରୋଧରେ ଏକ କିମ୍ବା ଦୁଇଟି ନୁହେଁ ବରଂ ୧୦ଟି ଯୌନ ନିର୍ଯ୍ୟାତନା ମାମଲା ରହିଛି।

୮ ଏପ୍ରିଲରେ ୨ଟି ଏଫ୍‌ଆଇଆର କରାଯାଇଥିଲା। ଉଭୟ ଏଫ୍‌ଆଇଆରରେ ଆଇପିସି ଧାରା ୩୫୪, ୩୫୪ଏ, ୩୫୪ ଡି ଏବଂ ୩୪ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri