Posted inଜାତୀୟ

ମୁଖ୍ୟମନ୍ତ୍ରୀ ଚୁଡି-ବିନ୍ଦି ବଦଳରେ ରୋଜଗାର କାହିଁକି ବାଣ୍ଟୁ ନାହାନ୍ତି: ପ୍ରିୟଙ୍କା

ଡେରାଡୁନ,୧୨ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ହେଉଛି ଅନ୍ତିମ ପ୍ରଚାରର ଦିନ । ଏହି ଶେଷ ଦିନରେ ଜନ ସମର୍ଥନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ସବୁ ବଳ ଲଗାଇ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ନିର୍ବାଚନ ମଣ୍ଡଳି ଖଟିମରେ ଗର୍ଜିଛନ୍ତି କଂଗ୍ରେସ ମହାସଚିବ ପିୟଙ୍କା ଗାନ୍ଧୀ ଭଦ୍ରା । ଏହି ସମୟରେ ସେ ଭାଜପା ଉପରେ ଖୁର୍ବ ଗର୍ଜଛନ୍ତି । ପ୍ରିୟଙ୍କା ବେକାରୀ ସମସ୍ୟା, ପ୍ରବାସୀ ଶ୍ରମିକଙ୍କ କଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରବାସୀ ଶ୍ରମିକଙ୍କ ମୁଦ୍ଦାକୁ ନେଇ ପ୍ରିୟଙ୍କା କହିଛନ୍ତି ପ୍ରଧାନମନ୍ତ୍ରୀ କହୁଛନ୍ତି କରୋନା ସମୟରେ କଂଗ୍ରସ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରି ଦେଶରେ ସଂକ୍ରମଣ ବଢାଇ ଦେଲା । ହେଲେ ଯେଉଁ ପ୍ରବାସୀ ଶ୍ରମିକମାନେ ଦିନ ଦିନ ଧରି ଚାଲି ଚାଲି ଘରକୁ ଫେରିବାକୁ ଚେଷ୍ଟା କରୁଥିଲେ ସେମାନଙ୍କୁ କ’ଣ ଏମିତି ଛାଡି ଦେଇ ଥାଆନ୍ତା । ଏହା କ’ଣ ସତରେ ରାଜନୀତି । ଆହୁରି ମଧ୍ୟ ପ୍ରିୟଙ୍କା କହିଛନ୍ତି ଆଜି ଉତ୍ତରଖଣ୍ଡରେ ଯେଉଁ ମୁଖ୍ୟମନ୍ତ୍ରୀ ବିନ୍ଦି ଚୁଡି ବାଣ୍ଟୁଛନ୍ତି ତାଙ୍କୁ ଆପଣମାନେ ପଚାରନ୍ତୁ ସେ ରୋଜଗାର କାହିଁକି ବାଣ୍ଟୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri