ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ ମାସ କେଉଁ ତାରିଖରେ ଆସିବେ ସେନେଇ କୌଣସି ସୂଚନା ମିଳିପାରି ନାହିଁ ।

ତେବେ କଂଗ୍ରେସର ସଂଗଠନକୁ ଦୃଢ କରିବାରେ ଲାଗିଛି ଦଳ । ଆଗାମୀ ଦିନରେ ରାଜ୍ୟର ୧୦ଟି ଜିଲ୍ଲାରେ ମହିଳା ସମାବେଶ କରିବ କଂଗ୍ରେସ । ତେବେ ରାଜ୍ୟରେ ବଡ଼ ମହିଳା ସମାବେଶକୁ ସମ୍ବୋଧନ କରିବ ପ୍ରିୟଙ୍କା । ତେବେ ରଣନୀତି କଣ ରହିବ ସେନେଇ କୌଣସି ସ୍ପଷ୍ଟ ହୋଇପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri