Posted inଜାତୀୟ

କର୍ନାଟକରେ ଆଜି ପ୍ରଚାର କରିବେ ପ୍ରିୟଙ୍କା-ଖାର୍ଗେ

ବେଙ୍ଗାଲୁରୁ,୪।୫: କର୍ନାଟକରେ ବିଧାନସଭା ନିର୍ବାଚନ ମାତ୍ର ଅ ଦିନ ବାକି ଅଛି। ତେବେ ରାଜ୍ୟରେ ରାଜନୈତିକ ଦଳର ପ୍ରଚାର ଅଭିଯାନ ଦ୍ରୁତ ଗତିରେ ଆରମ୍ଭ ହୋଇଯାଇଛି। କଂଗ୍ରେସ ଦ ମ ଏହାର ଅଭିଯାନରେ ଜୋରଦାର ଆଗେଇ ଚାଲିଛି। ଷ୍ଟାର ପ୍ରଚାରକ ତଥା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ରାଜ୍ୟରେ ଦୁଇଟି ସାଧାରଣ ସଭା କରିବେ। ଏ ସହିତ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ୪ଟି ସାଧାରଣ ସଭା କରିବାକୁ ଯାଉଛନ୍ତି। ବର୍ତ୍ତମାନ ରାଜ୍ୟର ଶକ୍ତି କମାଣ୍ଡ ଭାଜପା ହାତରେ ଅଛି। ହେଲେ ଏହି ନିର୍ବାଚନ ଜିତିବା ପାଇଁ କଂଗ୍ରେସ ନିଜର ସମ୍ପୂର୍ଣ୍ଣ ଶକ୍ତି ଲଗାଇଦେଇଛି।
ସୂଚନାନୁଯାୟୀ, ପ୍ରିୟଙ୍କା କନକାଗିରିରୁ ମଧ୍ୟାହ୍ନ ୧୨ଟାରେ ଏବଂ ଅପରାହ୍ନ ୩ଟାରେ ହିରେକୁରଠାରେ ଏ ସଭାରେ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri