Posted inଜାତୀୟ

କର୍ନାଟକରେ ମୁଦ୍ରାସ୍ଫୀତି, ବେରୋଜଗାରୀର ଆତଙ୍କ ରହିଛି: ପ୍ରିୟଙ୍କା ଗାନ୍ଧୀ

ବେଙ୍ଗାଲୁରୁ,୭।୫: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। କର୍ନାଟକର ମୋଦାବିନ୍ଦ୍ରିରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରିୟଙ୍କା କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଏଠାକୁ ଆସି କର୍ନାଟକ ଆତଙ୍କବାଦ ବିଷୟରେ କଥାବାର୍ତ୍ତା କରୁଛନ୍ତି, ମୋତେ ଲାଗୁଛି ଏହା ତ ସେହି ସ୍ଥାନ ନୁହେଁ, ଏଠାରେ ବିକାଶ ବିଷୟରେ କହିବା ପରିବର୍ତ୍ତେ ଆପଣ ଆତଙ୍କବାଦ ବିଷୟରେ କହୁଛନ୍ତି।

ପ୍ରିୟଙ୍କା ଆହୁରି କହିଛନ୍ତ, ପ୍ରତିଦିନ ୫ କୃଷକ ଆତ୍ମହତ୍ୟା କରି ମରୁଛନ୍ତି। ଯଦି ଏଠାରେ ଆତଙ୍କ ଅଛି, ତେବେ ମୁଦ୍ରାସ୍ଫୀତି ଏବଂ ବେକାରୀର। ଏଠାରେ ୪, ୪୮୭ କୃଷକ ୪ ବର୍ଷରେ ଆତ୍ମହତ୍ୟା କରିଛନ୍ତି। ପ୍ରଧାନମନ୍ତ୍ରୀ ଜୀ ଯଦି କର୍ନାଟକରେ ଆତଙ୍କ ଅଛି, ତେବେ ଏହା ଆପଣଙ୍କର ୪୦% ସରକାରଙ୍କ ଆତଙ୍କ, ଯାହା ଲୋକଙ୍କୁ ଲୁଟ କରୁଛି। ପୂର୍ବରୁ ୪ଟି ଭିନ୍ନ ବ୍ୟାଙ୍କ ଥିଲା। ଯାହା କର୍ପୋରେଶନ ବ୍ୟାଙ୍କ, ବିଜୟା ବ୍ୟାଙ୍କ, ସିଣ୍ଡିକେଟ ବ୍ୟାଙ୍କ ଏବଂ କନ୍ନଡ ବ୍ୟାଙ୍କ। ବର୍ତ୍ତମାନ ଏହି ସରକାର ହେତୁ ଆଜି ସମସ୍ତେ ଗୋଟିଏ ବ୍ୟାଙ୍କରେ ମିଶ୍ରିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri