Posted inଜାତୀୟ

୨୦୨୪ ପାଇଁ ଉତ୍ତର ପ୍ରଦେଶରେ ପୁଣିଥରେ ରଣନୀତି ପ୍ରସ୍ତୁତ କରିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୫ ।୩: ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ବି ମନୋବଳ ଦୃଢ ରଖିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଏବେବି ସେ ଉତ୍ତର ପ୍ରଦେଶରୁ ନିଜ ଧ୍ୟାନ ହଟାଇବାକୁ ଚାହୁଁ ନାହାନ୍ତି । ଏବେଠାରୁ ୨୦୧୪ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଥିବା କୁହାଯାଉଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରବିବାର ଆୟୋଜିତ ହୋଇଥିବା କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ଉତ୍ତର ପ୍ରଦେଶରେ ହୋଇଥିବା ପରାଜୟର କାରଣକୁ ଆକଳନ କରିଥିଲେ ସତ ଏହାସହ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ଉତ୍ତର ପ୍ରଦେଶକୁ ନେଇ ଘଣ୍ଟା ଘଣ୍ଟା ଆଲୋଚନା କରିଥିଲେ । ମିଳିଥିବା ସୂଚନା ଅନୁଯାୟୀ, ପ୍ରିୟଙ୍କା ଗାନ୍ଧୀ ଏହି ବୈଠକରେ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବ୍ଲୁ ପ୍ରିଣ୍ଟ ବି ପ୍ରସ୍ତୁତ କରିଛନ୍ତି । ତେବେ ବିଧାନସଭା ନିର୍ବାଚନରେ ପରାଜୟର ସମୀକ୍ଷା ଓ ସଙ୍ଗଠନରେ କିଛି ବଡ ପରିବର୍ତ୍ତନ ସମେତ ଭବିଷ୍ୟତର ରଣନୀତି ପ୍ରସ୍ତୁତ କରିବାକୁ ପ୍ରିୟଙ୍କା ଖୁବଶୀଘ୍ର ଉତ୍ତର ପ୍ରଦେଶ ଗସ୍ତ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କଂଗ୍ରେସରେ ଗୋଷ୍ଠୀକନ୍ଦଳ

ଡେରାଡୁନ,୨୨।୧୨: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ଚିନ୍ତା ବଢିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ କଂଗ୍ରେସ ସଂଗଠନ...

ଦେଢ଼ ବର୍ଷର ଶିଶୁ ଗିଳିଦେଇଥିଲେ ୬୫ ଗୁଲି: ଜଣାପଡ଼ିବା ପରେ…

ଲକ୍ଷ୍ନୌ, ୧୮।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜଣେ ଦେଢ଼ ବର୍ଷର ଶିଶୁ ଖେଳିବା ସମୟରେ ଗୋଟିଏ ପରେ ଗୋଟିଏ କରି ୬୫ଟି ଟ୍ୟାବଲେଟ ଚୁମ୍ବକ (ଗୁଲି)...

ବିଦ୍ୟାଳୟର ଶୌଚାଳୟ କାନ୍ଥ ଭୁଶୁଡି ୩ ଛାତ୍ର ମୃତ

ତାମିଲନାଡୁ,୧୭।୧୨: ତାମିଲନାଡୁର ଥିରୁନେଲଭେଲି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୋଇ ବିଦ୍ୟାଳୟରେ ଶୌଚାଳୟର କାନ୍ଥ ଭୁଶୁଡ଼ିବା ଯୋଗୁ ୩ ଜଣ ଛାତ୍ରଙ୍କ ମୃତ୍ୟୁ...

ଭାଜପା-ଜେଡିୟୁ ମିଶି ଜିତିବେ ୨ଶହ ଆସନ: ନୀତୀଶ

ପାଟନା,୨୦।୯: ବିହାରରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି...

ଆଇସିୟୁରୁ ବାହାରକୁ ଆସିଲେ ରାହୁଲ

ମୁମ୍ବାଇ,୨।୧୨: ଆଶିକି ଫେମ୍‌ ଅଭିନେତା ରାହୁଲ ରୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସୁଛି। ମଙ୍ଗଳବାର ତୁଳନାରେ ବୁଧବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅଳ୍ପବହୁତେ ସୁଧାର ଆସିଥିବା ଜଣାପଡ଼ିଛି।...

ଗୋଟିଏ ଦିନରେ ହଜାରେ ଲୋକଙ୍କୁ ଖାଦ୍ୟ ଖୁଆଇ ରେକର୍ଡ କଲେ ଯୁବକ

ହାଇଦ୍ରାବାଦ,୨୭।୫: ‘ସର୍ଭ ନିଡି’ ନାମକ ଏନ୍‌ଜିଓ ବା ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରତିଷ୍ଠାତା ଗୌତମ କୁମାର ଗୋଟିଏ ଦିନରେ ପ୍ରାୟ ହଜାରେ ଗରିବ ଲୋକଙ୍କୁ ନିଜ ହାତରେ...

ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ...

ଅନାଥ ଶିଶୁଙ୍କୁ ନବୋଦୟ ବିଦ୍ୟାଳୟରେ ମାଗଣା ଶିକ୍ଷା ଦିଅ

ନୂଆଦିଲ୍ଲୀ,୨୦ା୫: କୋଭିଡ୍‌-୧୯ ମହାମାରୀରେ ମା’ବାପାଙ୍କୁ ହରାଇଥିବା ଅନାଥ ପିଲାଙ୍କୁ ନବୋଦୟ ବିଦ୍ୟାଳୟରେ ମାଗଣାରେ ଶିକ୍ଷାଦାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଗୁରୁବାର କଂଗ୍ରେସ ଅଧ୍ୟକ୍ଷା...

Advertisement
Archives

Model This Week