Advertisement
Posted inଜାତୀୟ

କର୍ନାଟକ ନିର୍ବାଚନରେ ପ୍ରିୟଙ୍କା ପାଖରେ ୧୫ ପ୍ରତିଶତ ମହିଳା ଟିକଟ…

ବେଙ୍ଗାଲୁରୁ,୨୫।୧ : ଚଳିତ ବର୍ଷ କର୍ନାଟକରେ ହେବାକୁ ଥିବା ବିଧାନସଭା ନିବ;ାଚନ ପାଇଁ କଂଗ୍ରେସ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ମହିଳା କେନ୍ଦ୍ରିକ ରାଜନୀତିକୁ ଦଳର ଗୁରୁତ୍ୱ ରହିଛି। ଏଭଳି ପରିସ୍ଥିତିରେ ମହିଳାମାନଙ୍କ ଉପସ୍ଥିତି ବଢ଼ାଇବା ଲାଗି ଘୋଷଣା କରାଯାଇଛି।

କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୃହଲକ୍ଷ୍ମୀ ଯୋଜନା ଅନ୍ତର୍ଗତ ଗୃହର ମୁଖ୍ୟଙ୍କ ଆକାଉଣ୍ଟରେ ୨ ହଜାର ଟଙ୍କା ସହିତ ଅଲଗା ମହିଳା କେନ୍ଦ୍ରିକ ବଜେଟ ଗଠନ କରିବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ଏଠାରେ ‘ନା ନାୟକି’ ଅଭିଯାନ ମଧ୍ୟ ଆରମ୍ଭ ହୋଇଛି। ବର୍ତ୍ତମାନ ଟିକେଟ ବଣ୍ଟନରେ ମହିଳାମାନଙ୍କୁ କଂଗ୍ରେସ ଅଗ୍ରାଧିକାର ଦେବ ଏବଂ ଅତିକମରେ ୧୫ ପ୍ରତିଶତ ଟିକେଟ ମହିଳାମାନଙ୍କୁ ଦିଆଯିବ ବୋଲି ସୂଚନା ମିଳିଛି। ଏସବୁ ଟିକଟ ପ୍ରିୟଙ୍କାଙ୍କ ପାଖରେ ରହିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଛାଡିଲେ ୟୁପି ଉପବାଚସ୍ପତି

ନୂଆଦିଲ୍ଲୀ,୧୯।୧: ଉତ୍ତରପ୍ରଦେଶର ଉପବାଚସ୍ପତି ତଥା ସମାଜବାଦୀ ପାର୍ଟିର ବିଧାୟକ ନୀତିନ ଅଗ୍ରୱାଲ ବୁଧବାର ସମାଜବାଦୀ ପାର୍ଟି ଛାଡିଛନ୍ତି। ନିକଟରେ ଉତ୍ତରପ୍ରଦେଶର ଏକ ଭାଜପା ରାଲିରେ ଅମିତ...

ରାମମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୬୧୩ କିଲୋଗ୍ରାମ ଓଜନର ଘଣ୍ଟି; ୮ କିମି ପର୍ଯ୍ୟନ୍ତ ଶୁଭିବ ଧ୍ୱନି

ଅଯୋଦ୍ଧା, ୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାମେଶ୍ୱରମରୁ ବାହାରିଥିବା ରାମରଥ ଯାତ୍ରା ୪,୫୫୫ କିଲୋମିଟର ଅତିକ୍ରମ କରି ଅଯୋଧ୍ୟାରେ ପହଞ୍ଚିଛି। ଏହି ଯାତ୍ରାରେ...

କରୋନା ମୁକ୍ତ ହୋଇ କାର୍ଯ୍ୟରେ ଯୋଗଦେଲେ ୩୧ ଆର୍‌ପିଏଫ୍‌ ଯବାନ

ଚେନ୍ନାଇ,୨୨।୬: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ସୁସ୍ଥତା ହାର ମଧ୍ୟ ଅନ୍ୟଦେଶ ଅପେକ୍ଷା ଭଲ ରହିଛି। ସୋମବାର ଚେନ୍ନାଇର ୩୧...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଫାରୁକ ଅବଦୁଲ୍ଲା

ଲକ୍ଷ୍ନୌ,୩।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ମଙ୍ଗଳବାର ସାମିଲ ହୋଇଛନ୍ତି। କଂଗ୍ରେସର ଭାରତ ଯୋଡୋ...

ହସ୍ପିଟାଲରେ ବେଡ୍‌ ଫୁଲ୍‌: ବାହାରେ ଆମ୍ବୁଲାନ୍ସ୍‌ରେ ଆକ୍ରାନ୍ତ…

ଅହମଦାବାଦ୍‌,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ...

୫ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ଦାଦି ମା’ଙ୍କ ପରଲୋକ

ଗାଜିଆବାଦ୍‌,୯।୯: ୫ ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ସରୋଜାନି ଖାନ୍ନା ଓରଫ୍‌ ଦାଦି ମା’ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ...

୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି: ୧୩ ରାଜ୍ୟରେ ଭୂତାଣୁ ଚିହ୍ନଟ

ନୂଆଦିଲ୍ଲୀ, ୩୧।୧: ଦେଶର ୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି ରହିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ୧୩ ରାଜ୍ୟରେ କାଉ,...

୭ ରାଜ୍ୟରେ ବାର୍ଡ ଫ୍ଲୁ: ପଞ୍ଚକୁଲାରେ ୧୦ ଦିନରେ ୪ ଲକ୍ଷରୁ ଅଧିକ ପକ୍ଷୀ ମୃତ

ନୂଆଦିଲ୍ଲୀ,୬।୧: ଦେଶର ୭ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ଆତଙ୍କ ଦେଖାଦେଇଛି। ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ପଞ୍ଜାବ, ରାଜସ୍ଥାନ ଆଦି ରାଜ୍ୟରେ ସ୍ଥିତି...

Advertisement
Archives

Model This Week