ପ୍ରିୟଙ୍କା- କୋହଲି ଭାରତର ସବୁଠାରୁ ମହଙ୍ଗା ସେଲିବ୍ରେଟି: ସୋସିଆଲ ମିଡିଆ ପୋଷ୍ଟ ପିଛା ରୋଜଗାର କରନ୍ତି…

ଇନଷ୍ଟାଗ୍ରାମ ରିଚ୍‌ ଲିଷ୍ଟ ୨୦୨୦ ଘୋଷଣା କରାଯାଇଛି। ଏହି ଲିଷ୍ଟରେ ଥିବା ସେଲିବ୍ରିଟିମାନଙ୍କ ମଧ୍ୟରେ କେବଳ ପ୍ରିୟଙ୍କା ଚୋପ୍ରା ଓ କ୍ରିକେଟର ବିରାଟ କୋହଲି ଶ୍ରେଷ୍ଠ ୧୦୦ରେ ଅଛନ୍ତି। ବ୍ରିଟେନର ସୋସିଆଲ ମିଡିଆ ମ୍ୟାନେଜମେଣ୍ଟ କମ୍ପାନୀ ‘ହୋପର ଏଚ୍‌ କ୍ୟୁ’ ଇନଷ୍ଟାଗ୍ରାମ ରିଚ ତାଲିକା ୨୦୨୦ ଘୋଷଣା କରିଛି । ଫିଲ୍ମ ଇଣ୍ଡଷ୍ଟ୍ରି ବିଷୟରେ କହିବାକୁ ଗଲେ ପ୍ରିୟଙ୍କା ଏକମାତ୍ର ଭାରତୀୟ ଯିଏ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଏହି ତାଲିକାରେ ଆମେରିକୀୟ ସେଲିବ୍ରିଟିଙ୍କ ପ୍ରାଧାନ୍ୟ ଦେଖିବାକୁ ମିଳିଛି।

ଇନଷ୍ଟାଗ୍ରାମ ରିଚ ତାଲିକା ୨୦୨୦ର ଶ୍ରେଷ୍ଠ ୧୦୦ ତାଲିକାରେ କୋହଲି (୨୬ ନମ୍ବରରେ ଥିବାବେଳେ ପ୍ରିୟଙ୍କା ୨୮ ନମ୍ବରରେ ଅଛନ୍ତି। ସେ ହେଉଛନ୍ତି ଭାରତର ସବୁଠାରୁ ମହଙ୍ଗା ସେଲିବ୍ରିଟି। ସେମାନେ ପ୍ରତି ପୋଷ୍ଟରେ ସର୍ବାଧିକ ଟଙ୍କା ଆଦାୟ କରନ୍ତି। ପ୍ରିୟଙ୍କା ମଧ୍ୟ ତାଙ୍କ ପଛରେ ଅଛନ୍ତି। କୋହଲି କେବଳ ଭାରତ ନୁହେଁ ସମଗ୍ର କ୍ରିକେଟ ଜଗତର ଏକମାତ୍ର ସେଲିବ୍ରିଟି, ଯିଏ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

ପ୍ରିୟଙ୍କା ଚୋପ୍ରା ଏକ ପୋଷ୍ଟରେ ପ୍ରାୟ ୨.୧୫ କୋଟି ଟଙ୍କା ପାଇଛନ୍ତି। ଯଦି ଆମେ ଗତ ବର୍ଷର ଆକଳନକୁ ଦେଖିବା ତେବେ ପ୍ରିୟଙ୍କା ଓ୍ବାଲ୍ଡ ୱାଇଡରେ ୧୯ ତମ ସ୍ଥାନରେ ଥିବାବେଳେ କୋହଲି ୨୩ ନମ୍ବରରେ ଥିଲେ। ବର୍ତ୍ତମାନ ବିରାଟଙ୍କ ସଂଖ୍ୟା ୨୬ ତମ ସ୍ଥାନରେ ଥିବାବେଳେ ପ୍ରିୟଙ୍କା ୨୮ ନମ୍ବରରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri