ମା’ ହେବା ପରେ ଏପରି ନିଷ୍ପତ୍ତି ନେଲେ ପ୍ରିୟଙ୍କା

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ପପ ଷ୍ଟାର୍‌ ସ୍ବାମୀ ନିକ ଜୋନାସ ସରୋଗେସି ଜରିଆରେ ନିକଟରେ ମାତାପିତା ହୋଇଛନ୍ତି। ଉଭୟ ଜାନୁୟାରୀ ୨୨ରେ ସୋସିଆଲ ମିଡିଆ ଆକାଉଣ୍ଟରେ ମିଳିତ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ୩୯ ବର୍ଷୀୟା ପ୍ରିୟଙ୍କା ଏବଂ ୨୯ ବର୍ଷୀୟ ନିକ ସେମାନଙ୍କ ସନ୍ତାନର ଜନ୍ମ ଆସନ୍ତା ଏପ୍ରିଲରେ ଆଶା କରୁଥିଲେ କିନ୍ତୁ ୧୨ ସପ୍ତାହ ପୂର୍ବରୁ ଶିଶୁଟି ଜନ୍ମ ହୋଇଥିଲେ। ପିଲାଟିକୁ ଆଉ କିଛି ଦିନ ହସ୍ପିଟାଲରେ ରଖାଯିବ। ଏହି କାରଣରୁ ପ୍ରିୟଙ୍କା ତାଙ୍କ ପିଲା ଏବଂ ପରିବାର ସହିତ ସମୟ ବିତାଇବା ପାଇଁ ଫିଲ୍ମରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରିୟଙ୍କା ଫରହାନ ଅଖତର ଏବଂ ରିତେଶ ସିଦ୍ଧୱାନୀଙ୍କ ଫିଲ୍ମ ‘ଜି ଲେ ଜାରା’ରୁ ବାଦ ପଡିବେ। ପ୍ରିୟଙ୍କାଙ୍କ ସହ ଆଲିଆ ଭଟ୍ଟ ଏବଂ କ୍ୟାଟ୍ରିନା କୈଫ ମଧ୍ୟ ଏହି ଫିଲ୍ମରେ ଅଭିନୟ କରୁଛନ୍ତି।
ପ୍ରିୟଙ୍କାଙ୍କ ଖୁସି ଖବର ଘୋଷଣା ହେବା ପରେ ‘ଜୀ ଲେ ଜାରା’ର ନିର୍ମାତାମାନେ ମଧ୍ୟ ଚିନ୍ତିତ ଥିବା ଜଣାପଡିଛି। ନିର୍ମାତା ଏବଂ ନିର୍ଦ୍ଦେଶକ ଏବେ ଅନ୍ୟ ବିକଳ୍ପ ଖୋଜିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri