ଛାଡପତ୍ର ଗୁଜବ ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ପ୍ରିୟଙ୍କା

ଆଜିକାଲି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ ଜୋନାସଙ୍କ ଛାଡପତ୍ରକୁ ନେଇ ଗୁଜବ ଖବର ପ୍ରକାଶ ପାଉଛି। ପ୍ରିୟଙ୍କା ସୋସିଆଲ ମିଡିଆ ଆକାଉଣ୍ଟ୍‌ରୁ ‘ଜୋନାସ’ ସରନେମ୍‌ ହଟାଇବା ପରେ ଏହି ଚର୍ଚ୍ଚା ଆରମ୍ଭ ହୋଇଥିଲା। କିନ୍ତୁ ନିକ ଏବଂ ପ୍ରିୟଙ୍କାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଉଭୟଙ୍କ ମଧ୍ୟରେ ସବୁକିଛି ଜଣାପଡିଛି। ଛାଡପତ୍ର ଖବର ମଧ୍ୟରେ ପ୍ରିୟଙ୍କାଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ନିକ ଜୋନାସ ଏହି ଗୁଜବ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।


ନିକ ଜୋନାସ ଏବଂ ପ୍ରିୟଙ୍କା ଚୋପ୍ରା ପ୍ରାୟତଃ ସୋସିଆଲ ମିଡିଆରେ ପରସ୍ପର ପାଇଁ ପୋଷ୍ଟ କରନ୍ତି। ନିକଟରେ ନିକ୍‌ ନିଜ ଇନଷ୍ଟାଗ୍ରାମରେ ପ୍ରିୟଙ୍କାଙ୍କ ସହ ଏକ ରୋମାଣ୍ଟିକ ଫଟୋ ଶେୟାର କରି ଏକ ପୋଷ୍ଟ ଶେୟାର କରି କହିଛନ୍ତି-ସମସ୍ତଙ୍କୁ ଧନ୍ୟବାଦ! ଧନ୍ୟବାଦ।’। ଏହାର ଜବାବରେ ପ୍ରିୟଙ୍କା କହିଛନ୍ତି- ମୁଁ ତୁମକୁ ବହୁତ ଭଲ ପାଏ। ପ୍ରିୟଙ୍କା ଦୁଇଟି ଛବି ମଧ୍ୟ ଶେୟାର କରି କ୍ୟାପସନରେ ସେ ଲେଖିଛନ୍ତି- ଏସବୁ ପାଇଁ ବହୁତ କୃତଜ୍ଞ। ନିକ ଜୋନାସଙ୍କ ଦ୍ୱାରା ପୋଷ୍ଟ ହୋଇଥିବା ଫଟୋରେ, ଲଭବାର୍ଡ ପରସ୍ପରର ଅତି ନିକଟତର ଥିବା ଦେଖାଯାଇଛି। ଏଥିସହିତ ନିକଙ୍କୁ ଏକ ରୋମାଣ୍ଟିକ ମୁଡରେ ମଧ୍ୟ ଦେଖାଯାଏ। ନିକଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାଇଥିବା ଅଟୋ ଡ୍ରାଇଭରଙ୍କୁ ଭେଟିଲେ ସୈଫ୍‌: ଦେଲେ ବଡ଼ ପ୍ରତିଶ୍ରୁତି

ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିଛି। ସେ ହସ୍ପିଟାଲରୁ ଡିସଚାର୍ଜ ମଧ୍ୟ ହୋଇଛନ୍ତି। ସୈଫ ହସ୍ପିଟାଲରୁ ଘରେ ପହଞ୍ଚିବା ପରେ ଏକ ବଡ଼ ହୃଦୟ...

ଚହଲ-ଧନଶ୍ରୀଙ୍କ ଛାଡପତ୍ର କନଫର୍ମ! ଖେଳାଳିଙ୍କ ଏଭଳି ପୋଷ୍ଟକୁ ନେଇ ବଢିଲା…

ମୁମ୍ବାଇ,୨୨।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଆଜିକାଲି ତାଙ୍କ ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କୁହାଯାଉଛି...

ମହାରାଣୀ ୟେଶୁବାଈଙ୍କ ଭୂମିକାରେ ରଶ୍ମିକା

ମୁମ୍ବାଇ: ଆସନ୍ତା ଫେବୃଆରୀ ୧୪ରେ ମରାଠା ଶାସକ ଛତ୍ରପତି ସମ୍ଭାଜି ମହାରାଜଙ୍କ ଜୀବନୀକୁ ନେଇ ନିର୍ମିତ ହୋଇଥିବା ‘ଛାବା’ ଫିଲ୍ମ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମରେ...

ଡିସଚାର୍ଜ ହେବା ପରେ ଠିକଣା ବଦଳାଇବେ ସୈଫ୍‌, ଏବେ ରହିବେ ଏଇଠି…

ମୁମ୍ବାଇ,୨୧।୧: ଆକ୍ରମଣ ପରେ ସୈଫ୍‌ ଅଲ୍ଲୀ ଖାନ ଏବେ ସୁସ୍ଥ ହେଉଛନ୍ତି। ମଙ୍ଗଳବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଖବର ଅଛି ଯେ ସୈଫ୍‌ଙ୍କୁ ଡିସଚାର୍ଜ...

ଅଭିନେତା ସୈଫଙ୍କୁ ହସ୍ପିଟାଲ ପହଞ୍ଚାଇଥିବା ଅଟୋ ଡ୍ରାଇଭରଙ୍କୁ ମିଳିଲା କେତେ ଟଙ୍କା? ଭେଟିଛନ୍ତି କି କରିନା, ଜାଣନ୍ତୁ ପୁରା ଘଟଣା

ମୁମ୍ବାଇ,୨୧।୧: ଜାନୁଆରୀ ୧୫ ରାତିରେ, ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଘରେ ପଶି ଜଣେ ଚୋର ତାଙ୍କ ଉପରେ ଛୁରୀରେ ଆକ୍ରମଣ କରିଥିଲେ। ସେହି...

ବଲିଉଡ୍‌ରେ ଅଭିନେତ୍ରୀଙ୍କୁ ମିଳେ ଅପ୍ରାସଙ୍ଗିକ ଚରିତ୍ର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାୱତ ସୋମବାର ଏକ ସାକ୍ଷାତ୍‌କାରରେ କହିଛନ୍ତି, ୨୦୧୮ରେ ରିଲିଜ୍‌ ହୋଇଥିବା ‘ପଦ୍ମାବତ’ ଫିଲ୍ମରେ ରାଣୀ ପଦ୍ମାବତୀଙ୍କ ଭୂମିକାରେ ଅଭିନୟ...

ଧରାପଡ଼ିନାହାନ୍ତି ସୈଫ୍‌ଙ୍କ ପ୍ରକୃତ ଆକ୍ରମଣକାରୀ: ଅନ୍ଧାରରେ ମୁମ୍ବାଇ ପୋଲିସର ୩୫ ଟିମ୍‌

ବଲିଉଡ୍‌ ଷ୍ଟାର ସୈଫ୍‌ ଅଲୀ ଖାନ୍‌ଙ୍କ ବାନ୍ଦ୍ରା ଓ୍ବେଷ୍ଟ୍‌ସ୍ଥିତ ‘ସତ୍‌ଗୁରୁ ଶରଣ’ ବିଲ୍ଡିଂରେ ବୁଧବାର ରାତି ୨ଟା ୩୦ରେ ଜଣେ ବ୍ୟକ୍ତି ଅନୁପ୍ରବେଶକରି ତାଙ୍କୁ ୬...

ସତରେ କ’ଣ ବାଂଲାଦେଶରୁ ଆସିଥିଲେ ସୈଫ ଅଲି ଖାନଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି? କୋର୍ଟରେ ଖୋଲିଲା ବଡ଼ ଗୁମର

ମୁମ୍ବାଇ,୧୯।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୁକ୍ତକୁ ମୁମ୍ବାଇ ପୋଲିସ ଥାନେ ପଶ୍ଚିମ ଅଞ୍ଚଳରୁ ଗିରଫ କରି ରବିବାର (୧୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri