ଆଇସିଏସ୍‌ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର

ଭୁବନେଶ୍ୱର,୧୪ା୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା ପରାସର ଓ ବିଷ୍ଣୁ ଶତପଥୀ ୯୯.୪୦ ପ୍ରତିଶତ ମାର୍କ ରଖି ଉଭୟେ ଟପ୍ପର ହୋଇଛନ୍ତି। ସେହିପରି ଆଇଏସ୍‌ସି ଦ୍ବାଦଶ ପରୀକ୍ଷାରେ ଦିଶା ଗୋଏଲ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ଏହି ପରୀକ୍ଷାରେ ୯୮.୨୬ ପ୍ରତିଶତ ମାର୍କ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri