ଫେବୃୟାରୀରେ ଓଡ଼ିଶା ଆସିବେ ପ୍ରିୟଙ୍କା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଫେବୃୟାରୀ ୧୮ରେ ଏଆଇସିସି ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିବେ। ଖୋର୍ଦ୍ଧା ବରୁଣେଇ ପାଖରେ ଏକ ବିରାଟ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ପ୍ରିୟଙ୍କା ଯୋଗଦେବା କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ‘ହାତ୍‌ ସେ ହାତ୍‌ ଯୋଡ଼ୋ’ ବୈଠକ ବସିଥିଲା। ଏଥିରେ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ।

୨୦୨୪ ନିର୍ବାଚନ ପାଇଁ ଜିଲା ଏବଂ ବ୍ଲକସ୍ତରରେ କଂଗ୍ରେସ କିପରି ମଜବୁତ ହେବ ସେନେଇ ବୈଠକରେ ଆଲୋଚନା ହୋଇଥିବା ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ଏହି ବୈଠକରେ ଦଳୀୟ ନେତା ନରସିଂହ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri