Posted inଜାତୀୟ

ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କୁ ପ୍ରିୟଙ୍କାଙ୍କ ଚିଠି

ନୂଆଦିଲ୍ଲୀ,୧୯ ।୯: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ଏକ ପତ୍ର ଲେଖିଛନ୍ତି । ଏଥିରେ ସେ ରାଜ୍ୟରେ ବଢିଚାଲିଥିବା ବେକାରୀ ଯୁବ ସମସ୍ୟାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି । ସୂଚନାଯୋଗ୍ୟ, ଏହାର ଗୋଟିଏ ଦିନ ପୂର୍ବରୁ ଉତ୍ତର ପ୍ରଦେଶ ସରକାର କେଉଁ ବିଭାଗରେ କେତେ ପଦବୀ ଖାଲି ରହିଛି ସେ ବିଷୟରେ ତଥ୍ୟ ଦେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ଏବେ ପ୍ରିୟଙ୍କା ତାଙ୍କ ଚିଠିରେ ଲେଖିଛନ୍ତି ଯେ ଉତ୍ତର ପ୍ରଦେଶରେ ଅନେକେ ବେକାର ଯୁବକଙ୍କ ଉପରେ ତାଙ୍କ ପରିବାର ନିର୍ଭର କରୁଥିବା ବେଳେ ସେମାନେ କିଭଳି ଜୀବନ କାଟୁଛନ୍ତି ତାହା ସହଜରେ ଅନୁମାନ କରାଯାଉଛି । ପ୍ରିୟଙ୍କା ପ୍ରାୟ ୧୨,୪୬୦ ପ୍ରାର୍ଥୀ ଯେଉଁମାନେ ଟିଚର୍ସ ଆପୋଏଣ୍ଟମେଣ୍ଟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ସେମାନଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତି ଦିଆଯାଇ ନାହିଁ । ପାଖାପାଖି ୩ ବର୍ଷ ହେବ ଏମାନେ କୃତକାର୍ଯ୍ୟ ହୋଇଥିବା ବେଳେ ଏବେବି କେବାରୀ ଜୀବନ ଜିଇଁବା ସେମାନଙ୍କ ପାଇଁ କେତେ କଷ୍ଟକର ତାହା ସରକାର ଭାବିବା ଦରକାର ବୋଲି ପ୍ରିୟଙ୍କା କହିଛନ୍ତି । ଅନ୍ୟପଟେ ଯୋଗୀ ସରକାର କହିଛନ୍ତି ଆସନ୍ତା ୬ ମାସ ମଧ୍ୟରେ ୩ ଲକ୍ଷ ବେକାରଙ୍କୁ ନିଯୁକ୍ତି ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାକୁ ଆସିଲେ ବଢିବ ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା: ତେଜସ୍ୱୀ

ପାଟନା,୧ ।୧୧: ବିହାର ରାଜନୀତି ଏବେ ହୋଇଛି ସରଗରମ । ବିଜୟ ହାସଲ ପାଇଁ ଗୋଟିଏ ପଟେ ଏନ୍‌ଡିଏ ବଳ କଷୁଥିବା ବେଳେ ଅନ୍ୟପଟେ ମହାମେଣ୍ଟ...

ଧର୍ମାନ୍ତରୀକରଣ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଦିଲ୍ଲୀ ମନ୍ତ୍ରୀଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ ଏକ ଧର୍ମାନ୍ତରୀକରଣ ଉତ୍ସବରେ ଯୋଗଦେଇ ବିବାଦ ଘେରକୁ ଆସିଥିବା ଅରବିନ୍ଦ କେଜ୍‌ରିଓ୍ବାଲ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜେନ୍ଦ୍ର ପାଲ୍‌ ଗୌତମ ରବିବାର...

ବାବରୀ ମସଜିଦ୍‌ ମାମଲା: କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟର ସମନ ଜାରି; ସେପ୍ଟମ୍ବର ୨୭ରେ କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୨୨।୯: ବାବରୀ ମସଜିଦ୍‌ ମାମଲାରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ପକ୍ଷରୁ ସମନ ଜାରି କରାଯାଇଛି। ସେ ସେପ୍ଟମ୍ବର ୨୭ରେ...

ହାଇକୋର୍ଟ ବିଚାରପତିଙ୍କ ଅବସର ବୟସ ୬୫କୁ ବୃଦ୍ଧି ଲାଗି ସୁପାରିସ

ନୂଆଦିଲ୍ଲୀ,୧୮।୩(ଆଇଏଏନ୍‌ଏସ୍‌): ଦେଶର ହାଇକୋର୍ଟଗୁଡ଼ିକରେ ଅନେକ ବିଚାରପତି ପଦବୀ ଖାଲି ପଡ଼ିଥିବାବେଳେ ବିଚାରାଧୀନ ମାମଲା ସଂଖ୍ୟା ବଢ଼ିଚାଲିଛି। ତେଣୁ ହାଇକୋର୍ଟ ବିଚାରପତିମାନଙ୍କ ଅବସର ବୟସସୀମା ୬୨ରୁ ୬୫...

ସ୍କୁଲ ପୋଷାକ ପିନ୍ଧି ବିଧାନସଭା ଆସିଲେ

ପୁଡୁଚେରି,୪।୨: ପୁଡୁଚେରିକୁ ରାଜ୍ୟ ମାନ୍ୟତା ଦେବା ଲାଗି ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇବାକୁ ସରକାର ରାଜି ହେଉ ନ ଥିବାରୁ ଏହାର ପ୍ରତିବାଦରେ ବିରୋଧୀ ଡିଏମ୍‌କେ...

ବିବିସି ଡକ୍ୟୁମେଣ୍ଟାରୀ ମାମଲା: ଭାରତର କିଛି ଲୋକ ବିବିସିକୁ ସୁପ୍ରିମ୍‌କୋର୍ଟଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି କହିଲେ କିରେନ୍‌ ରିଜିଜୁ…

ନୂଆଦିଲ୍ଲୀ,୨୨।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ରିଟିଶ ବ୍ରୋଡକାଷ୍ଟ କର୍ପୋରେଣନ (ବିବିସି) ଡକ୍ୟୁମେଣ୍ଟାରୀକୁ ନେଇ ବିବାଦ ଥମିବାର ଏହାର ନା ନେଉନାହିଁ। ବିରୋଧୀ ଦଳର...

କେଜରିଓ୍ବାଲଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଲେ ଉପରାଜ୍ୟପାଳ, ମେୟର ନିର୍ବାଚନ ଫେବୃୟାରୀ ୧୬ରେ…

ନୂଆଦିଲ୍ଲୀ,୧୨।୨ : ଫେବୃଆରୀ ୧୬ରେ ମେୟର, ଡେପୁଟି ମେୟର ଏବଂ ସ୍ଥାୟୀ କମିଟିର ସଦସ୍ୟଙ୍କ ପାଇଁ ନିର୍ବାଚନ ଆୟୋଜନ ପ୍ରସ୍ତାବକୁ ଦିଲ୍ଲୀର ଉପରାଜ୍ୟପାଳ ଭି.କେ ସାକ୍ସେନା...

ହସ୍ପିଟାଲ୍‌ରେ ଲାଲୁ ଯାଦବ: ଫଟୋ ଶେୟାର କରି ଭାବପ୍ରବଣ ହେଲେ ଝିଅ

ପାଟନା,୫।୭: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସଭାପତି ଲାଲୁ ପ୍ରସାଦ ଯାଦବ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଲାଲୁ ପାରସ ହସ୍ପିଟାଲ ବେଡ୍‌ରେ ଥବା ବେଳର ଫଟୋ...

Advertisement
Archives

Model This Week