Posted inଜାତୀୟ

ପ୍ରିୟଙ୍କାଙ୍କ ନିର୍ବାଚନୀ ପ୍ରତିଶ୍ରୁତି, ଝିଅଙ୍କୁ ମିଳିବ ସ୍କୁଟି-ସ୍ମାର୍ଟଫୋନ୍‌…

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟେjରଗତ ୩ ଦଶନ୍ଧି ଧରି କଂଗ୍ରେସ କ୍ଷମତାଠାରୁ ଦୂରରେ ରହି ବନବାସ କାଟୁଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପୁଣି ଥରେ କ୍ଷମତା ଦଖଲ ପାଇଁ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ମର୍ମରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଲେ ଝିଅଙ୍କୁ ଇଲୋକ୍ଟ୍ରୋନିକ୍ସ୍‌ ସ୍କୁଟି ଏବଂ ସ୍ମାର୍ଟଫୋନ୍‌ ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

କଂଗ୍ରେସ ରାଜ୍ୟରେ ମହିଳାଙ୍କ ସହିତ ଯୁବବର୍ଗ ଭୋଟରଙ୍କୁ ହାତେଇବାର ଯୋଜନା କରୁଛି। ଏହା ଅନ୍ତର୍ଗତ ପ୍ରିୟଙ୍କା ପୂର୍ବରୁ ରାଜ୍ୟରେ ୪୦ ପ୍ରତିଶତ ମହିଳା ପ୍ରାର୍ଥୀଙ୍କୁ ଟିକଟ ଦେବାକୁ ଘୋଷଣା କରିଥିବାବେଳେ ଏବେ ଏଭଳି ପ୍ରତିଶ୍ରୁତି ଦେଇଛନ୍ତି।
ଗୁରୁବାର ପ୍ରିୟଙ୍କା ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି କହିଛନ୍ତି ଯେ, ଇତିମଧ୍ୟରେ ମୁଁ କେତେକ ଛାତ୍ରୀଙ୍କୁ ଭେଟିଛି। ସେମାନଙ୍କ ଅଭାବ ଅସୁବିଧା ଏବଂ ଘରୁ କଲେଜ ଯିବା ପାଇଁ ହେଉଥିବା ସମସ୍ୟା ସମ୍ପର୍କରେ ପଚାରି ବୁଝିଛି।

ଇଣ୍ଟର ମିଡ଼ିଏଟ୍‌ ପାସ୍‌ କରିଥିବା ଛାତ୍ରୀଙ୍କୁ ସ୍ମାର୍ଟଫୋନ୍‌ ଏବଂ ସ୍ନାତକ ଛାତ୍ରୀଙ୍କୁ ଇଲୋକ୍ଟ୍ରୋନିକ୍ସ୍‌ ସ୍କୁଟି ପ୍ରଦାନ କରାଯିବ। ରାଜ୍ୟରେ ପ୍ରିୟଙ୍କା ଏଭଳି ନୂଆ ନୂଆ ଘୋଷଣା ମାଧ୍ୟମରେ ଏବେ ମହିଳା କାର୍ଡ ଖେଳିବା ଆରମ୍ଭ କରିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri