ବୋଲ୍ଡ ଲୁକ୍‌ରେ ନଜର ଆସିଲେ ପ୍ରିୟଙ୍କାଙ୍କ ମ୍ୟାନେଜର

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ବୋଲ୍ଡ ଲୁକ୍‌ ପାଇଁ ଜଣାଶୁଣା। ଏପରିକି ପ୍ରିୟଙ୍କାଙ୍କ ପ୍ରଶଂସକମାନେ ତାଙ୍କର ପ୍ରତ୍ୟେକ ଷ୍ଟାଇଲ୍‌କୁ ଅନୁକରଣ କରିଥାନ୍ତି। କିନ୍ତୁ ଜାଣନ୍ତି କି ପ୍ରିୟଙ୍କାଙ୍କ ମ୍ୟାନେଜର ବି ବଲିଉଡ୍‌ ଅଭିନେତ୍ରୀଙ୍କଠାରୁ କୌଣସି ଗୁଣରେ କମ୍‌ ନୁହନ୍ତି। ଏବେ ତାଙ୍କ ମ୍ୟାନେଜରଙ୍କ ବୋଲ୍ଡ ଲୁକ୍‌ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ପ୍ରିୟଙ୍କାଙ୍କ ମ୍ୟାନେଜର ଅଞ୍ଜୁଳା ଆଚାର୍ଯ୍ୟ ବାସ୍ତବ ଜୀବନରେ ବହୁତ ହଟ୍‌। ଷ୍ଟାଇଲରେ ଅଞ୍ଜୁଳା ବଲିଉଡର ସୁନ୍ଦରୀମାନଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି।
ସେ ତାଙ୍କ କାମ ସହିତ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌ ରହିଥାନ୍ତି। ସେ ପ୍ରାୟତଃ ନିଜର ହଟ୍‌ ଏବଂ ବୋଲ୍ଡ ଫଟୋ ଶେୟାର କରି ପ୍ରଶଂସକଙ୍କ ନିଦ ହଜାଇ ଦିଅନ୍ତି। ଏବେ ଅଞ୍ଜୁଳାଙ୍କ ସେମିତି କିଛି ଫଟୋ ଭାଇରାଲ ହେଉଛି। ଯାହାକୁ ପ୍ରିୟଙ୍କାଙ୍କ ପ୍ରଶଂସକମାନେ ବି ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?