ଚର୍ଚ୍ଚାରେ ପ୍ରିୟଙ୍କାଙ୍କ ଫଟୋ କ୍ଲିପ୍‌

ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ଅଧିକାଂଶ ସମୟରେ ସେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ଭିଡିଓ ଏବଂ ଫଟୋ ଶେୟାର କରିଥାନ୍ତି। ବେଳେବେଳେ କିଛି ନା କିଛି ଫଟୋ, ଭିଡିଓକୁ ନେଇ ସେ ଚର୍ଚ୍ଚାରେ ରହିଥାନ୍ତି। ବର୍ତ୍ତମାନ ପ୍ରିୟଙ୍କା ତାଙ୍କର ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି। ପ୍ରଶଂସକମାନେ ମଧ୍ୟ ଫଟୋକୁ ବେଶ୍‌ ପସନ୍ଦ କରିଛନ୍ତି। ସେ ଏକ ସେଲ୍‌ଫି ନେଇଛନ୍ତି। ତାଙ୍କୁ ଧଳା ରଙ୍ଗର ଏକ ଡ୍ରେସ୍‌ରେ ଦେଖିବାକୁ ମିଳିଛି।
ସେ ଏହି ଫଟୋଟିକୁ ତାଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟୋରିରେ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ ଗୀତର ମଜା ନେଉଥିବାର ନଜର ଆସିଛନ୍ତି। ସେ ନିଜ କେଶକୁ ବାନ୍ଧି ଦେଇଛନ୍ତି। ଫଟୋ ଶେୟାର କରି ସେ କ୍ୟାପଶନ ଲେଖିଛନ୍ତି, ‘ଜଷ୍ଟ ହିୟର’। ସେ ହାର୍ଟ ଏବଂ ନମସ୍କାର ଇମୋଜି ମଧ୍ୟ ଦେଇଛନ୍ତି। ନିକଟରେ ପ୍ରିୟଙ୍କା ଆଉ ଏକ ଫଟୋ ଶେୟାର କରିଥିଲେ। ‘ରୁକେ ହ୍ୟାପି ସନ୍‌ଡେ’ ଲେଖିଥିଲେ। ଏଥିରେ ତାଙ୍କୁ ଟ୍ରାଡିଶନାଲ ଆଉଟ୍‌ଫିଟ୍‌ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓସ୍କାର ପାଇବା ପାଇଁ ନିର୍ମାତା ଖର୍ଚ୍ଚ କରିଛନ୍ତି ୮୦ କୋଟି? ରାଜାମୌଲିଙ୍କ ପୁଅ କାର୍ତ୍ତିକେୟ ଦେଲେ ଜବାବ

ମୁମ୍ବାଇ: ଚଳଚ୍ଚିତ୍ର ନିର୍ମାତା ଏସ୍‌ଏସ୍‌ ରାଜାମୌଲିଙ୍କ ସୁପରହିଟ୍‌ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଗୀତ‘ନାଟୁ ନାଟୁ ’ଓସ୍କାର ଜିତି ଇତିହାସ ସୃଷ୍ଟି କରିଛି। ଆନ୍ତର୍ଜାତୀୟ ସ୍ତରରେ ‘ଆର୍‌ଆର୍‌ଆର୍‌’ର ବିଜୟକୁ...

ନୂଆ ଘରେ ଦୀପିକା-ରଣବୀର

ମୁମ୍ବାଇ: ନୂଆ ଘରକୁ ପ୍ରବେଶ କଲେ ବଲିଉଡ୍‌ ଅଭିନେତା ରଣବୀର ସିଂ ଓ ସ୍ତ୍ରୀ ପାଦୁକୋନ। ଏ ନେଇ ରଣବୀର ଇନ୍‌ଷ୍ଟାଗ୍ରମରେ ଗୃହପ୍ରବେଶ ପାଇଁ କରାଯାଇଥିବା...

ଫିଲ୍ମ ଇଣ୍ଡଷ୍ଟ୍ରିରୁ ରାଜନୀତି…

ମୁମ୍ବାଇ, ୪।୨: ବଲିଉଡ୍‌ରେ ‘ରଙ୍ଗିଲା ଗର୍ଲ’ ଭାବେ ପରିଚିତି ହାସଲ କରିଥିବା ଉର୍ମିଳା ମାତୋଣ୍ଡକରଙ୍କୁ ଗୁରୁବାର ୪୭ ବର୍ଷ ପୂରଣ ହୋଇଛି। ସେ ୪୮ ବର୍ଷରେ...

କ୍ୟାଟ୍ରିନା କୈଫ୍‌ଙ୍କ ଫଟୋକୁ ଜୁମ୍‌ କରି ଦେଖିଥାନ୍ତି ଏହି ଅଭିନେତା

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଅନେକ ହିଟ୍‌ ଫିଲ୍ମ ଦେଇଥିବା କ୍ୟାଟ୍‌ ଆଜି ଯାହା କିଛି ହାସଲ କରିଛନ୍ତି...

ଅତୀତର ସ୍ମୃତିକୁ ସାଉଁଟିଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ର ଲିଜେଣ୍ଡ ଅଭିନେତା ଅନୁପମ ଖେର ସୋମବାର ନିଜର ୩୪ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ଅନୁପମ...

ଆସାମ ବନ୍ୟା ପୀଡ଼ିତଙ୍କୁ ୧ କୋଟି ଟଙ୍କା ଦାନ କଲେ ଅକ୍ଷୟ

ଦିସପୁର,୧୮।୮: ବଲିଉଡ୍‌ ନାୟକ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଦେଖିବାକୁ ମିଳିଛି। ଆସାମ ବନ୍ୟା ପୀଡ଼ିତଙ୍କ ପାଇଁ ଖିଲାଡି ବୟ ଏବେ ୧ କୋଟି ଟଙ୍କା...

କୋରିଓଗ୍ରାଫର୍‌ ରେମୋ ଡି. ସୌଜାଙ୍କ ନାଁରେ ଜାମିନବୀହିନ ପରଓ୍ବାନା ଜାରି

ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ରେମୋ ଡିସୋଜାଙ୍କ ନାଁରେ ଜାମିନବୀହିନ ପରଓ୍ବାନା ଜାରି କରାଯାଇଛି। ୫ କୋଟି ଟଙ୍କା ହଡପ ଅଭିଯୋଗରେ ଗାଜିଆବାଦର ଜିଲା ଅଦାଲତ ଏହି...

ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଅଭିନେତା

ମହାମାରୀ କରୋନା ସମୟରେ ଅନେକ କଳାକାର ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେହିପରି ଆହୁରି ଅନେକ କଳାକାର ମା’ବାପା ହେବା ଅପେକ୍ଷାରେ ରହିଛନ୍ତି। ଏବେ...

Advertisement
Archives

Model This Week