Posted inଜାତୀୟ

ଗମ୍ଭୀରଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୪।୫ : ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶରେ ଅଭାବ ଥିବା କୋଭିଡ୍‌-୧୯ ଔଷଧକୁ ପ୍ରବଳ ମାତ୍ରରେ କିଣିବା ସହ ନିଜ ନିର୍ବାଚନ ମଣ୍ଡଳିରେ ମାଗଣାରେ ବାଣ୍ଟିଥିଲେ। ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ଘଟଣାର ତଦନ୍ତ ପାଇଁ ଔଷଧ ନିୟନ୍ତ୍ରକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଏପି ବିଧାୟକ ପ୍ରୀତି ତୋମାର ଓ ପ୍ରବୀଣ କୁମାରଙ୍କ ବିରୋଧରେ ମଧ୍ୟ ସମାନ ପ୍ରକାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

ଜଷ୍ଟିସ ବିପିନ ସାଙ୍ଘି ଓ ଯଶମିତ ସିଂଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, କୋଭିଡ୍‌ ଆକ୍ରାନ୍ତଙ୍କୁ ଦିଆଯାଉଥିବା ଫାବିଫ୍ଲୁ ଭଳି ଗୁରୁତ୍ୱପୂର୍ଣ୍ଣ ଔଷଧର ୨ ହଜାର ଷ୍ଟ୍ରିପ ଜଣେ କେଉଁଭଳି ମହଜୁଦ ରଖିପାରିବ। ଆଉ କେମିଷ୍ଟ କେମିତି ଏତେ ପରିମାଣର ଔଷଧ ଦେଲେ, ତାହାର ତଦନ୍ତ କରାଯିବା ଦରକାର। ଆମେ ଗମ୍ଭୀରଙ୍କ ଉଦ୍ଦେଶ୍ୟକୁ ସନ୍ଦେହ କରୁନାହୁଁ। ସେ ଆମ ଦେଶକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିଥିଲେ। ଆମର ପ୍ରଶ୍ନ ହେଉଛି, ଔଷଧ ଅଭାବବେଳେ ଏହା କ’ଣ ଦାୟିତ୍ୱପୂର୍ଣ୍ଣ ଆଚରଣ?


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ କଂଗ୍ରେସ ମୁଖପାତ୍ର

ନୂଆଦିଲ୍ଲୀ,୧୨।୮: କଂଗ୍ରେସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀ ଗାଜିଆବାଦର କଂଗ୍ରେସ ମୁଖପାତ୍ର ରାଜୀବ ତ୍ୟାଗିଙ୍କ ପରଲୋକ ଘଟିଛି। ବୁଧବାର ହୃଦଘାତରେ ତାଙ୍କର ମୃତ୍ୟୁ...

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ କଂଗ୍ରେସର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୮।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଜମ୍ମୁରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁଜରାଟ ସମ୍ପ୍ରଦାୟକୁ...

ଝାଝରରେ ଆମୋନିଆ ଗ୍ୟାସ ଲିକ, ନିଶ୍ୱାସ ନେବାରେ ହେଉଛି ଅସୁବିଧା, ଅଧିକାଂଶ ଲୋକେ ହସ୍ପିଟାଲରେ ଭର୍ତ୍ତି

ଝାଝର,୨୯ ।୪: ହରିୟାଣାର ଝାଝରରେ ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ଏକ ବଡ ଅଘଟଣ ଘଟି ଯାଇଛି । ଏଠାରେ ଥିବା ବେରି ଗେଟ...

ନ୍ୟାଶନାଲ ଇନ୍‌ଫ୍ରାଷ୍ଟ୍ରକ୍‌ଚର ପାଇପ୍‌ଲାଇନର ଶୁଭାରମ୍ଭ କଲେ ସୀତାରାମନ:ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧:ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ...

ମୁଲାୟମ ସିଂ ଯାଦବ ଅସୁସ୍ଥ

ଲକ୍ଷ୍ନୌ,୭।୮: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡି ଯାଇଛି। ତାଙ୍କୁ ଲକ୍ଷ୍ନୌର ମେଦାନ୍ତ...

ଯଦି କିଙ୍ଗ୍‌ ହୁଅନ୍ତି କିଙ୍ଗ୍‌ ମେକର, ସଫଳ ହେବା କଷ୍ଟକର…

ମୁମ୍ବାଇ, ୨୩।୬ : ଭାରତୀୟ ରାଜନୀତିରେ କିଙ୍ଗ୍‌ ଏବଂ କିଙ୍ଗ୍‌ ମେକରଙ୍କର ଲମ୍ବା କାହାଣୀ ଅଛି। ଅନେକ ମହାନ ବ୍ୟକ୍ତିତ୍ୱ କିଙ୍ଗ୍‌ ମେକର ଥିଲେ, କିନ୍ତୁ...

ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଆଜି

ନୂଆଦିଲ୍ଲୀ,୨୦ ।୨: ଭାରତ-ଚାଇନା ମଧ୍ୟରେ ଏଲ୍‌ଏସିରେ ଲାଗି ରହିଥିବା ତୁତୁମେମେ ମଧ୍ୟରେ ଏବେ ଏହା ଶେଷ ହେବାକୁ ଯାଉଛି । ଉଭୟ ଦେଶର ସେନାପଛକୁ ଫେରିବା...

ଏତିକି ଟଙ୍କାରେ ବିକ୍ରି ହେଲା ନୀରଜଙ୍କ ଜାଭେଲିନ୍‌

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଥିବା ଉପହାରର ଇ-ନିଲାମର ଗୁରୁବାର ଶେଷ ଦିନ ଥିଲା। ମୋଦି ଗ୍ରହଣ କରିଥିବା ଉପହାରର ଇ-ନିଲାମରେ ଧାର୍ମିକ କଳାକୃତି...

Advertisement
Archives

Model This Week