ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି।

ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ ବ୍ୟାହତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲାରେ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି। ସାଧାରଣ ଯାତ୍ରୀଙ୍କ ସ୍ବାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?