ଚାଇନାକୁ ଅସୁବିଧା ଲଦାଖ ଥଣ୍ଡା

ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ ଥଣ୍ଡା ଜଳବାୟୁରେ ସେମାନେ ଖାପଖୁଆଇବା କଷ୍ଟକର ହୋଇଛି। ଫଳରେ ଚାଇନା ବାଧ୍ୟ ହୋଇ ବର୍ଷକରେ ପ୍ରାୟ ୯୦ ପ୍ରତିଶତ ସୈନ୍ୟଙ୍କୁ ସେଠାରୁ ଅଦଳବଦଳ କରିଛି। ତିବ୍ବତ ଅଟୋନମସ୍‌ ରିଜିଅନ ବାହାରୁ ଏବଂ ଅନ୍ୟ ଅଞ୍ଚଳରୁ ଚାଇନା ନୂଆ ସୈନ୍ୟବାହିନୀ ଆଣିଥିଲା। ରିପୋର୍ଟ ମୁତାବକ, ଗତବର୍ଷ ଭୀଷଣ ଥଣ୍ଡା ପରିବେଶକୁ ସହ୍ୟ କରି ନ ପାରି ଅନେକ ଚାଇନା ସୈନ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ଚାଇନା ସୈନ୍ୟ ପୂର୍ବ ଲଦାଖ ନିକଟରେ ଜଗି ରହିବା ନିମନ୍ତେ ବିଶେଷ ତାଲିମ ନେଉଥିବା ଜଣାପଡ଼ିଛି।
ମଧ୍ୟ ପ୍ରତିବର୍ଷ ସେଠାରେ ଯବାନଙ୍କ ଅଦଳବଦଳ କରାଇଥାଏ। କିନ୍ତୁ ଏହି ପାର୍ବତ୍ୟାଞ୍ଚଳରେ କାର୍ଯ୍ୟକାଳ ସମୟ ୨ ବର୍ଷ ସ୍ଥିର ଥିବାରୁ ଅଦଳବଦଳ ସଂଖ୍ୟା ୪୦ରୁ ୫୦ ପ୍ରତିଶତ ମଧ୍ୟରେ ରହିଥାଏ। ଅନ୍ୟପକ୍ଷରେ ଭାରତୀୟ ଯବାନଙ୍କ ହାଇ ଅଲ୍‌ଟିଟ୍ୟୁଡ୍‌ରେ କାର୍ଯ୍ୟ କରିବାର ବ୍ୟାପକ ଅଭିଜ୍ଞତା ଯୋଗୁ ଚାଇନା ବିପକ୍ଷରେ ପୂର୍ବ ଲଦାଖ ସେକ୍ଟରରେ ମୁତୟନ ହେବାରେ ସେତେମାତ୍ରାରେ ସମସ୍ୟା ଉପୁଜି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri