ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ

ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା ଓକିଲ ସଂଘ ଧାନ ଉଠାଣ ଏବଂ ଚାଷୀମାନଙ୍କୁ ଫସଲ କ୍ଷତି ଦାବିରେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଉଦ୍ଦେଶ୍ୟରେ ଅତାବିରା ବ୍ଲକ କୃଷି ଅଧିକାରୀ ବିଜୟ କୁମାର ପଟ୍ଟନାୟକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି । ବରଗଡ଼ ଜିଲା ଓକିଲ ସଂଘର ଧାରଣାକୁ ଅତାବିରା ଓକିଲ ସଂଘ ସମର୍ଥନ କରିଛି। ସେହିପରି ତୁରନ୍ତ ଉପରୋକ୍ତ ଦାବି ପୂରଣ କରିବାକୁ ସଂଘ ଦାବି କରିଛି । ଦାବି ପୂରଣ ନ ହେଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଓକିଲ ସଂଘ ସ୍ମାରକପତ୍ରରେ ଚେତାବନୀ ଦେଇଛି। ସଂଘର ସଭାପତି ଉନ୍ନିକ୍ରିଷ୍ଣନ ନାୟାରଙ୍କ ନେତୃତ୍ୱରେ ସଂଘର ଅନ୍ୟ କର୍ମକର୍ତ୍ତା ଏବଂ ସଭ୍ୟବୃନ୍ଦ ଅତାବିରା ବ୍ଳକ କୃଷି କାର୍ଯ୍ୟାଳୟକୁ ଯାଇ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

ଝିଅର ବୟସ ୯, ଓଜନ ୬ କିଲୋ

ତିଗିରିଆ,୧୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ନଗଡ଼ାରେ ଶିଶୁ ଅପପୁଷ୍ଟିର ଶିକାର ଘଟଣା ଦିନେ ଗଣମାଧ୍ୟମର ଚର୍ଚ୍ଚାର ବିଷୟ ପାଲଟିଥିଲା। ଏବେ କଟକ ଜିଲାର ତିଗିରିଆ ବ୍ଲକରେ ମଧ୍ୟ...

ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଲୋକାର୍ପଣ କଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୫।୨: ଢେଙ୍କାନାଳ ସହର ବାଜି ଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଭାବେ ଶନିବାର ଲୋକାର୍ପଣ...

କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଯୁବକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧୩।୭(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ ଅଣ୍ଡାଳି ପଞ୍ଚାୟତ ଜାମବାହାଲ ଅଞ୍ଚଳର ଜଣେ ୪୦ ବର୍ଷିୟ ଯୁବକଙ୍କ ରାଉରକେଲାସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ପରିବା ଖାଇଦେବାରୁ ହତ୍ୟା

ପାପଡାହାଣ୍ଡି,୨୧।୧୧(ଡି.ଏନ୍‌.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ...

କୁମ୍ଭୀର ଗଣନା: ୨ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୯।୧୨(ଡି.ଏନ.ଏ.): ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଜାନୁୟାରୀ ୨ରୁ ୧୧ ତାରିଖ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ଦୁର୍ଗା ମୂର୍ତ୍ତି ଗଢ଼ା ପାଲଟିଛି ପେସା, ନିଶା

ରାଜନଗର,୩୦ା୯(ଡି.ଏନ୍‌.ଏ.): ଆଉ ମାତ୍ର କିଛିଦିନ ପରେ ପାର୍ବଣ। ଏଥିଲାଗି ଏବେଠୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପୁରପଲ୍ଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ମା’ଦୁର୍ଗାଙ୍କ ଆଗମନ ପାଇଁ...

Advertisement
Archives

Model This Week