Posted inଜାତୀୟ

ରାମସେତୁକୁ ଜାତୀୟ ଐତିହ୍ୟ ଘୋଷଣା ନେଇ ପ୍ରକ୍ରିୟା ଜାରି ରହିଛି, ସୁପ୍ରିମ୍‌ କୋର୍ଟରେ କେନ୍ଦ୍ରର ଜବାବ..

ନୂଆଦିଲ୍ଲୀ,୧୯।୧ : କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟରେ କହିଛନ୍ତି ଯେ,ରାମସେତୁକୁ ଜାତୀୟ ଐତିହ୍ୟ ଘୋଷଣା ନେଇ ପ୍ରକ୍ରିୟା ଜାରି ରହିଛି। ଏହା ଉପରେ ବିଚାର ବିମର୍ଷ କରାଯାଉଛି। ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀଙ୍କ ଦ୍ୱାରା କରାଯାଇଥିବା ଏକ ଆବେଦନର ବିଚାର ସମୟରେ କେନ୍ଦ୍ର ସରକାର ଏହା କହିଛନ୍ତି।
ଶୀର୍ଷକୋର୍ଟ ଆବେଦନକାରୀଙ୍କୁ ଏନେଇ ଅତିରିକ୍ତ ପ୍ରମାଣ ମଧ୍ୟ ଦାଖଲ କରିବାକୁ ପରାମର୍ଶ ଦେଇଛନ୍ତି।

ରାମସେତୁ ତାମିଲନାଡୁର ଦକ୍ଷିଣ-ପୂର୍ବ ଉପକୂଳରୁ ପାମ୍ବନ ଦ୍ୱୀପ ଏବଂ ଶ୍ରୀଲଙ୍କାର ଉତ୍ତର-ପଶ୍ଚିମ ଉପକୂଳରେ ଥିବା ମନ୍ନାର ଦ୍ୱୀପ ମଧ୍ୟରେ ଚୂନ ପଥରର ଏକ ଶୃଙ୍ଖଳା। ଏହାକୁ ଆଦାମ ସେତୁ ମଧ୍ୟ କୁହାଯାଏ ।

ଭାଜପା ନେତା ସ୍ବାମୀ କହିଛନ୍ତି ଯେ ସେ ପ୍ରଥମ ରାଉଣ୍ଡ ମକଦ୍ଦମା ଜିତିଛନ୍ତି, ଯାହା ଅଧୀନରେ କେନ୍ଦ୍ର ସରକାର ରାମସେତୁ ଅସ୍ତିତ୍ୱକୁ ଗ୍ରହଣ କରିଛନ୍ତି। ସେ କହିଛନ୍ତି ଯେ ସେମାନଙ୍କ ଦାବି ଉପରେ ବିଚାର କରିବାକୁ ସମ୍ପୃକ୍ତ କେନ୍ଦ୍ର ମନ୍ତ୍ରୀ ୨୦୧୭ ରେ ଏକ ବୈଠକ ଡାକିଥିଲେ କିନ୍ତୁ ଏହା ପରେ କିଛି ଘଟି ନ ଥିଲା। ୟୁପିଏ ସରକାରର ପ୍ରଥମ କାର୍ଯ୍ୟକାଳ ମଧ୍ୟରେ ବିବାଦୀୟ ସେତୁସମୁଦ୍ରମ ଜଳପଥ ପ୍ରକଳ୍ପ ବିରୋଧରେ ରାମସେତୁକୁ ତାଙ୍କ ଜନସ୍ବାର୍ଥ ମାମଲାରେ ଜାତୀୟ ସ୍ମାରକୀ ଘୋଷଣା କରିବା ପୂର୍ବରୁ ଭାଜପା ନେତା ଏହାକୁ ଜାତୀୟ ଐତିହ୍ୟ ଘୋଷଣା ପ୍ରସଙ୍ଗ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri