ଆରମ୍ଭ ହୋଇଛି ପ୍ରକ୍ରିୟା, ମିଳିବ ଚିଟ୍‌ଫଣ୍ଡ ଟଙ୍କା, ମନମୋହନ ସାମଲଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୮।୯: ଖୁବ ଶୀଘ୍ର ମିଳବ ଚିଟ୍‌ଫଣ୍ଡ ଟଙ୍କା। ଏନେଇ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ମୋହନ ସରକାରଙ୍କୁ ଆସନ୍ତା କାଲି ୧୦୦ଦିନ ପୂରିବାକୁ ଯାଉଛି। ଗଣମାଧ୍ୟମରେ ସୂଚନା ଦେଇ ମନମୋହନ କହିଛନ୍ତି, କ୍ଷତିଗ୍ରସ୍ତ ଚିଟଫଣ୍ଡ ଜମାକାରୀ ବହୁତ ଶୀଘ୍ର ଟଙ୍କା ଫେରିପାଇବେ। ଟଙ୍କା ଫେରସ୍ତ ନେଇ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି।

ସେ ଆହୁରି କହିଛନ୍ତି, ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଟଙ୍କା ଫେରସ୍ତ ନେଇ ଆଇନଗତ ତର୍ଜମା କରୁଛି କମିଟି। ଖୁବ ଶୀଘ୍ର କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ ହେବ ବୋଲି ମନମୋହନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri