‘ଆଦିପୁରୁଷ’ର ୧୦ ହଜାର ଟିକେଟ ମାଗଣାରେ ଦେବେ ‘ଦ କଶ୍ମୀର ଫାଇଲ୍ସ’ର ପ୍ରଡ୍ୟୁସର

ମୁମ୍ବାଇ: ମନୋରଞ୍ଜନ ଦୁନିଆର ଆଗଧାଡିର ନାୟକ ପ୍ରଭାସ, କ୍ରିତି ସାନନ, ସନି ସିଂ, ଦେବଦତ୍ତ ନାଗେ ଏବଂ ଶୈଫ ଅଲି ଖାଁ ଷ୍ଟାରର ମୁଭି ‘ଆଦିପୁରୁଷ’ ଖୁବଶୀଘ୍ର ରିଲିଜ ହେବାକୁ ଯାଉଛି। ଇତିମଧ୍ୟରେ ଏହାର ଟିକେଟକୁ ନେଇ ବଡ ଅପଡେଟ ସାମ୍ନାକୁ ଆସିଛି। ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ପ୍ରଡ୍ୟୁସର ଆଦିପୁରୁଷର ୧୦ ହଜାର ଟିକେଟ ମାଗଣାରେ ଦେବେ ବୋଲି ଘୋଷଣା କରିଛନ୍ତି।
ଏକ ନ୍ୟୁଜ ରିପୋର୍ଟ ଅନୁଯାୟୀ, ଦ କଶ୍ମୀର ଫାଇଲ୍ସର ପ୍ରଡ୍ୟୁସର ଅଭିଷେକ ଅଗ୍ରଓ୍ବାଲ ଫିଲ୍ମ ଆଦିପୁରୁଷର ୧୦ହଜାରରୁ ଅଧିକ ଟିକେଟ ଫ୍ରିରେ ଦେବାକୁ ଘୋଷଣା କରିଛନ୍ତି। ରିପୋର୍ଟ ଅନୁଯାୟୀ, ଏହି ଟିକେଟ ତେଲେଙ୍ଗାନାରେ ବଣ୍ଟାଯିବ। ଏସବୁ ଟିକେଟ ସରକାରୀ ସ୍କୁଲର ଛାତ୍ରୀଛାତ୍ର, ବୃଦ୍ଧାଶ୍ରମ ଓ ଅନାଥାଳୟରେ ଦିଆଯିବ। କୁହାଯାଉଛି କି ଯଦି ଏମିତି ହେବ ତେବେ ଫିଲ୍ମର କଲେକସନକୁ ବଡ ସପୋର୍ଟ ମିଳିବ।
ନିକଟରେ ଆଦିପୁରୁଷର ନିର୍ମାତା ଘୋଷଣା କରିଥିଲେ କି ପ୍ରତି ଥିଏଟରରେ ହନୁମାନ ଜୀଙ୍କ ପାଇଁ ଗୋଟିଏ ସିଟ ଖାଲି ରହିବ। ଏହି ଖବର ଆସିବା ପରେ ସୋସିଆଲ ମିଡିଆରେ ନିର୍ମାତାଙ୍କୁ ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri