ସେପ୍ଟେମ୍ବର ସୁଦ୍ଧା ସ୍ପୁଟନିକ

ନୂଆଦିଲ୍ଲୀ,୧୩ ।୮: କରୋନା ଯୁଦ୍ଧରେ ଲଢେଇ କରିବାକୁ ଦେଶକୁ ଆସନ୍ତା ମାସ ଅର୍ଥାତ୍ ସେପ୍ଟେମ୍ବର ସୁଦ୍ଧା ଆଉ ଏକ ଶକ୍ତି ମିଳିବାକୁ ଯାଉଛି । ଯଦି ସବୁକିଛି ଠିକ୍ ରହିଲା ତେବେ ସିଙ୍ଗଲ ଡୋଜ ବାଲା ସ୍ପୁଟନିକ ଭି ଲାଇଟ୍ ଭ୍ୟାକ୍ସିନ ଭାରତରେ ଉତ୍ପାଦନ ଆରମ୍ଭ ହୋଇଯିବ । ଜନତା ଏହାକୁ ମାତ୍ର ୭୫୦ ଟଙ୍କାରେ ପାଇ ପାରିବେ । ଦେଶରେ ଏହାକୁ ଉତ୍ପାଦନ କରୁଥିବା ପନେସିୟା ବାୟୋଟେକ ଡ୍ରଗ୍ସ ରେଗୁଲେଟଙ୍କ ଠାରୁ ଏହାର ଜରୁରୀ କାଳିନ ବ୍ୟବହାର ପାଇଁ ଅନୁମତି ଲୋଡିଛି । ସୂଚନାଯୋଗ୍ୟ, ଜୁଲାଇରେ ପନେସିୟା ବାୟୋଟେକକୁ ସ୍ପୁଟନିକ ଲାଇଟ୍‌ର ଲାଇସେନ୍ସ ମିଳି ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri