ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି

ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି।

ତେବେ ପ୍ରଫେସର ରାଉଳ ଏବେ ଏପିକୋଲ୍‌ର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କର ୨୯ ବର୍ଷରୁ ଅଧିକ ଦିନର ଶିକ୍ଷାଦାନ ଅଭିଜ୍ଞତା ରହିଛି। ସେ ଏଯାବତ ୨୪ଟି ପୁସ୍ତକ ପ୍ରକାଶ କରିଛନ୍ତି। ଏହାଛଡ଼ା ସଫଳତାର ସହ ୯ଜଣ ପିଏଚ୍‌ଡି ଧାରୀଙ୍କୁ ମାର୍ଗଦର୍ଶନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri