ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ନିଯୁକ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ): ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡାଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ନିଯୁକ୍ତି ଦେଇଛନ୍ତି।
ଆସନ୍ତା ୪ ବର୍ଷ ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ରବୀନ୍ଦ୍ର କୁମାର ପଣ୍ଡା। ଯେଉଁଦିନଠାରୁ ଦାୟିତ୍ୱ ଗ୍ରହଣ କରିବେ ସେହି ଦିନଠାରୁ ଏହି ଅବଧିକୁ ଗଣନା କରାଯିବ। ସେ ଏବେ ବରୋଦା ସ୍ଥିତ ମହାରାଜା ସାୟାଜୀରାଓ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଛନ୍ତି। ତାଙ୍କ ପାଖରେ ୨୯ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ରହିଛି। ଏହାସହ ସେ ୪୫ଟି ପୁସ୍ତକ ରଚନା କରିଛନ୍ତି। ତାଙ୍କ ମାର୍ଗଦର୍ଶନରେ ୧୦ ଜଣ ଛାତ୍ରୀଛାତ୍ର ପିଏଚ୍‌ଡି ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦନଗର ବିଏମ୍‌ସି, ଓଏସ୍‌ଆର୍‌ଟିସିରେ ଖୋଲିବ କ୍ୟାମ୍ପ ଅଫିସ : ସୁବିଧାରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ସାଧାରଣ ଲୋକଙ୍କୁ ଲର୍ନିଂ ଲାଇସେନ୍ସ ସୁବିଧାର ମିଳିବା ପାଇଁ ସରକାରଙ୍କ ପକ୍ଷରୁ ଆହୁରି ସରଳୀକରଣ କରାଯାଇଛି। ଏଣିକି କୌଣସି ବ୍ୟକ୍ତିବିଶେଷଙ୍କୁ ଆରଟିଓ ଅଫିସର...

ବ୍ରିଟେନ୍‌ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ...

ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ସର୍ଭେ: ପ୍ରଣବ, ତାରା ଶ୍ରେଷ୍ଠ ବିଧାୟକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ‘ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ’ ପକ୍ଷରୁ ୨୦୨୦ ବର୍ଷ ପାଇଁ...

ଆରମ୍ଭ ହେଲା ଧରିତ୍ରୀର ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ। ଏହି ଅବସରରେ ଧରିତ୍ରୀ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ-୨୦୨୨’ ଆରମ୍ଭ ହୋଇଛି। ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ...

ଅନ୍‌ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନରେ ଦାବି...

ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ

କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି...

ରାଜ୍ୟରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ;  ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ...

ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ...

Advertisement
Archives

Model This Week