Posted inଜାତୀୟ

ବିମାନରେ ମହିଳା ଯାତ୍ରୀଙ୍କୁ ଅସଦାଚରଣ, ଅଭିଯୁକ୍ତ ପ୍ରଫେସର ଗିରଫ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବିମାନରେ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଜଣେ ପ୍ରଫେସରଙ୍କୁ ଗିରଫ କରାଯାଇଛି। ଉଡ଼ାଣ ସମୟରେ ପ୍ରଫେସର ଜଣେ ୨୪ ବର୍ଷ ବୟସ୍କ ଡାକ୍ତର ମହିଳା ଯାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହା ପରେ ଅଭିଯୁକ୍ତକୁ ଅଭିଯୋଗରେ ଗିରଫ କରାଯାଇଥିବା ଜଣାପଡିଛି।

ରିପୋର୍ଟ ଅନୁଯାୟୀ, ଏହି ମାମଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନର। ପୋଲିସ କହିଛି ଯେ ଅଭିଯୁକ୍ତ ପ୍ରଫେସର ରୋହିତ ଶ୍ରୀବାସ୍ତବଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା ଏବଂ ପରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା।

ପୋଲିସର ସୂଚନାନୁସାରେ, ପାଟଣାର ବାସିନ୍ଦା ରୋହିତ ଶ୍ରୀବାସ୍ତବ ଏବଂ ଡାକ୍ତର ମହିଳା ଏକାଠି ବସିଥିଲେ। ବୁଧବାର ବିମାନ ଦିଲ୍ଲୀରୁ ସକାଳ ୫.୩୦ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିଥିଲା। ବିମାନଟି ମୁମ୍ବାଇରେ ଅବତରଣ କରିବାର କିଛି ସମୟ ପୂର୍ବରୁ ଅଭିଯୁକ୍ତ ଉକ୍ତ ମହିଳାଙ୍କ ସହ ଅସଦାଚରଣ କରିଥିଲେ। ପୋଲିସ କହିଛି ଯେ, ଅଭିଯୋଗକାରୀ ଅଭିଯୋଗ କରିଛନ୍ତି ଯେ ଯାତ୍ରା ସମୟରେ ଶ୍ରୀବାସ୍ତବ ତାଙ୍କୁ ଅନୁପଯୁକ୍ତ ଭାବରେ ସ୍ପର୍ଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri