ଓ୍ବାଶିଂଟନ୍,୪।୭: ଶ୍ରେଣୀ ଗୃହରେ ଛାତ୍ରୀମାନଙ୍କୁ ପୋଷାକ ଖୋଲିବାକୁ କହିବା ନେଇ ଆମେରିକା ମୋଣ୍ଟଗୋମରି କଲେଜର ଟାକୋମା/ସିଲଭର ସ୍ପ୍ରିଙ୍ଗ କ୍ୟାମ୍ପସ୍ର ଜଣେ ପ୍ରଫେସରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଅଭିଯୋଗ ପରେ ଶିକ୍ଷା ବିଭାଗ ଓ ନାଗରିକ ଅଧିକାର କାର୍ଯ୍ୟାଳୟ ପକ୍ଷରୁ ୩ ମାସ ଧରି ଘଟଣାର ଯାଞ୍ଚ କରାଯାଇଥିଲା। ଛାତ୍ରୀମାନଙ୍କ ଡ୍ରେସ୍ ଖୋଲିବା ସହ ସେମାନଙ୍କ ବକ୍ଷକୁ ନେଇ ଉକ୍ତ ପ୍ରଫେସର ଖରାପ କମେଣ୍ଟ କରୁଥିବା ଯାଞ୍ଚରୁ ଜଣାପଡ଼ିଛି। ପାଖାପାଖି ୧୧ ଛାତ୍ରୀ ପ୍ରଫେସରଙ୍କ ଦ୍ୱାରା ନିର୍ଯାତିତ ହୋଇଛନ୍ତି। ୨୦୧୯ରେ ପ୍ରଥମ ଥର ଲାଗି ପ୍ରଫେସରଙ୍କ ନଁାରେ ଅଭିଯୋଗ ଆସିଥିଲା। ତେବେ ଅଦ୍ୟାବଧି ପ୍ରକାଶିତ ରିପୋର୍ଟରେ ପ୍ରଫେସରଙ୍କ ନଁା କିମ୍ବା ପରିଚୟ ପ୍ରକାଶ କରାଯାଇ ନାହିଁ।
Posted inHome Left, ଅନ୍ତର୍ଜାତୀୟ View All
ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….
ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…
ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର
ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…
ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ
ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…
ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…
ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…
ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…
ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…
ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…
ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…
ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍, ଆଉ ତା’ପରେ…
ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…
Archives

