ଛାତ୍ରୀଙ୍କୁ ପୋଷାକ ଖୋଲିବାକୁ କହୁଥିଲେ ପ୍ରଫେସର: ୩ ମାସର ଯାଞ୍ଚ ପରେ ଚାକିରିରୁ ବିଦା ହେଲେ

ଓ୍ବାଶିଂଟନ୍‌,୩।୭: ଶ୍ରେଣୀ ଗୃହରେ ଛାତ୍ରୀମାନଙ୍କୁ ପୋଷାକ ଖୋଲିବାକୁ କହିବା ନେଇ ଆମେରିକା ମୋଣ୍ଟଗୋମରି କଲେଜର ଟାକୋମା/ସିଲଭର ସ୍ପ୍ରିଙ୍ଗ କ୍ୟାମ୍ପସ୍‌ର ଜଣେ ପ୍ରଫେସରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଅଭିଯୋଗ ପରେ ଶିକ୍ଷା ବିଭାଗ ଓ ନାଗରିକ ଅଧିକାର କାର୍ଯ୍ୟାଳୟ ପକ୍ଷରୁ ୩ ମାସ ଧରି ଘଟଣାର ଯାଞ୍ଚ କରାଯାଇଥିଲା। ଛାତ୍ରୀମାନଙ୍କ ଡ୍ରେସ୍‌ ଖୋଲିବା ସହ ସେମାନଙ୍କ ବକ୍ଷକୁ ନେଇ ଉକ୍ତ ପ୍ରଫେସର ଖରାପ କମେଣ୍ଟ କରୁଥିବା ଯାଞ୍ଚରୁ ଜଣାପଡ଼ିଛି। ପାଖାପାଖି ୧୧ ଛାତ୍ରୀ ପ୍ରଫେସରଙ୍କ ଦ୍ୱାରା ନିର୍ଯାତିତ ହୋଇଛନ୍ତି। ୨୦୧୯ରେ ପ୍ରଥମ ଥର ଲାଗି ପ୍ରଫେସରଙ୍କ ନଁାରେ ଅଭିଯୋଗ ଆସିଥିଲା। ତେବେ ଅଦ୍ୟାବଧି ପ୍ରକାଶିତ ରିପୋର୍ଟରେ ପ୍ରଫେସରଙ୍କ ନଁା କିମ୍ବା ପରିଚୟ ପ୍ରକାଶ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri