ପ୍ରଫେସର ବିଧୁଭୂଷଣ ମିଶ୍ର ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି

ଭୁବନେଶ୍ୱର,୮ା୧(ବ୍ୟୁରୋ): ମାନ୍ୟବର ରାଜ୍ୟପାଳ ତଥା ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀଲାଲ୍‌ ପ୍ରଫେସର ବିଧୁଭୂଷଣ ମିଶ୍ରଙ୍କୁ ୪ ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ପ୍ରଶାସନ ବିଭାଗର ପ୍ରଫେସର ଭାବରେ ଅବସର ନେଇଛନ୍ତି। ସେ ୯ଟି ପୁସ୍ତକ ରଚନା କରିଛନ୍ତି ଏବଂ ଖ୍ୟାତନାମା ପତ୍ରିକାରେ ତାଙ୍କର ୧୨୨ଟି ଲେଖା ପ୍ରକାଶିତ ହୋଇଛି। ଅଧ୍ୟାପନା କ୍ଷେତ୍ରରେ ତାଙ୍କର ୩୪ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି। ତାଙ୍କ ମାର୍ଗଦର୍ଶନରେ ଜଣେ ଡିଲିଟ୍‌, ୩୯ ଜଣ ପିଏଚ୍‌ଡି ଏବଂ ୩ ଜଣ ଏମ୍‌ଫିଲ୍‌ ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri